Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଣ୍ଡିଆ ହାଉସରେ ଭାରତୀୟ ଆଥଲେଟମାନଙ୍କୁ ସମ୍ମାନିତ କଲେ ନୀତା ଅମ୍ବାନୀ
ଆଜିର ଖବର

ଇଣ୍ଡିଆ ହାଉସରେ ଭାରତୀୟ ଆଥଲେଟମାନଙ୍କୁ ସମ୍ମାନିତ କଲେ ନୀତା ଅମ୍ବାନୀ

August 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ୟାରିସ୍: ପ୍ରଥମ କିଛି ଦିନରେ ଦୁଇଟି ପଦକ ଜିତି ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତ ଏକ ଭଲ ଆରମ୍ଭ କରିଛି। ଭାରତୀୟ ଖେଳାଳିମାନେ ଡେ ଲା ୱିଲେଟ୍ ପାର୍କରେ ଥିବା ଇଣ୍ଡିଆ ହାଉସରେ ପହଞ୍ଚିଥିଲେ, ଯେଉଁଠାରେ ସେମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ବ୍ରୋଞ୍ଜ ପଦକ ବିଜେତା ସରବଜୋତ ସିଂ, ରୋହନ ବୋପାନ୍ନା, ଶରତ କମଲ, ମନିକା ବାତ୍ରା ଏବଂ ଅର୍ଜୁନ ବବୁତାଙ୍କ ପରି ଶ୍ରେଷ୍ଠ ଭାରତୀୟ ଆଥଲେଟ୍ ମାନଙ୍କୁ ଇଣ୍ଡିଆ ହାଉସରେ ସମ୍ମାନିତ କରାଯାଇଥିଲା।

ସମସ୍ତ ଆଥଲେଟ୍ ମାନଙ୍କୁ ଉତ୍ସାହର ସହ ଭେଟି ଆଇଓସି ସଦସ୍ୟା ଏବଂ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ ଅମ୍ବାନୀ କହିଛନ୍ତି ଯେ “ଅଲିମ୍ପିକ୍ସରେ ପ୍ରଥମ ଥର ପାଇଁ ନିର୍ମିତ ଇଣ୍ଡିଆ ହାଉସକୁ ଆପଣ ସମସ୍ତଙ୍କୁ ସ୍ୱାଗତ। ଭାରତକୁ ପ୍ରତିନିଧିତ୍ୱ କରୁଥିବା ଅନେକ ଭାରତୀୟ ଆଥଲେଟ୍ ଆଜି ଏଠାରେ ଉପସ୍ଥିତ ଅଛନ୍ତି। ଆପଣ ସମସ୍ତେ ଆମ ମାନଙ୍କୁ ଗର୍ବିତ କରିଛନ୍ତି । ଦ୍ଵିତୀୟ ପଦକ ଜିତି ଆମକୁ ଗୌରବାନ୍ୱିତ କରିଥିବା ମନୁ ଭାକର ଏବଂ ସରବଜୋତ ସିଂଙ୍କୁ ବିଶେଷ ଧନ୍ୟବାଦ । ସରବଜୋତ ସିଂ ଆଜି ଆମ ସହିତ ଇଣ୍ଡିଆ ହାଉସରେ ଅଛନ୍ତି ଏବଂ ଆମ ସମସ୍ତେ ଛିଡ଼ାହୋଇ ତାଙ୍କୁ ଅଭିବାଦନ ଜଣାଇବା ଉଚିତ।”

ଖେଳାଳିମାନଙ୍କୁ ପାରମ୍ପରିକ ଭାରତୀୟ ଟିକା ସହିତ ଢୋଲ ବଜାଇ ସ୍ୱାଗତ କରାଯାଇଥିଲା। ବିଶ୍ୱର ସର୍ବବୃହତ କ୍ରୀଡ଼ା ମଞ୍ଚରେ ଦେଶକୁ ପ୍ରତିନିଧିତ୍ୱ କରିଥିବାରୁ ସମସ୍ତ ଖେଳାଳିଙ୍କୁ ନୀତା ଅମ୍ବାନୀ କୃତଜ୍ଞତା ଜଣାଇଛନ୍ତି। ଅଲିମ୍ପିକ୍ ଆନ୍ଦୋଳନକୁ ସମର୍ଥନ କରିବା ପାଇଁ ଇଣ୍ଡିଆ ହାଉସରେ ଏକ ଡିଜିଟାଲ୍ ଅଗ୍ନି ପ୍ରଜ୍ବଳନ ମଧ୍ୟ କାରକରାଯାଇଥିଲା।

Manika Batra Nita M Ambani Paris Olympics Rohan Bopanna
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.