ଭୁବନେଶ୍ବର: ଭିତ୍ତିଭୂମି ଉନ୍ନତିକରଣ ସଂକ୍ରାନ୍ତୀୟ ରାଜ୍ୟସ୍ତରୀୟ କମିଟିର ୬୨ତମ ବୈଠକ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ, କୃଷି, ଜଙ୍ଗଲ ଓ ପରିବେଶ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଆଦି ବିଭିନ୍ନ ବିଭାଗର ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରାଯାଇଥିଲା।
ଭିତ୍ତିଭୂମି ଉନ୍ନତିକରଣ ସଂକ୍ରାନ୍ତୀୟ ରାଜ୍ୟସ୍ତରୀୟ କମିଟିର ୬୨ ତମ ବୈଠକ
Published:
Aug 2, 2024, 7:27 pm IST