Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହକିରେ ଭାରତର ଐତିହାସିକ ବିଜୟ, ୫୨ ବର୍ଷ ପରେ ଅଷ୍ଟ୍ରେଲିଆକୁ କଲା ଧରାଶାୟୀ
ଆଜିର ଖବର

ହକିରେ ଭାରତର ଐତିହାସିକ ବିଜୟ, ୫୨ ବର୍ଷ ପରେ ଅଷ୍ଟ୍ରେଲିଆକୁ କଲା ଧରାଶାୟୀ

August 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
୧୦୦ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ କାର୍ଯ୍ୟକ୍ରମ କରିବ ହକି ଇଣ୍ଡିଆ
୧୦୦ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ କାର୍ଯ୍ୟକ୍ରମ କରିବ ହକି ଇଣ୍ଡିଆ

ନୂଆଦିଲ୍ଲୀ: ଭାରତୀୟ ହକି ଦଳ ଇତିହାସ ସୃଷ୍ଟି କରିଛି। ଅଷ୍ଟ୍ରେଲିଆକୁ ଟିମ ଇଣ୍ଡିଆ ୩-୨ ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ପାଇଁ ହରମନପ୍ରୀତ ସିଂ ଦୁଇଟି ଗୋଲ୍ ସ୍କୋର କରିଥିଲେ। ଅଭିଷେକ ଗୋଟିଏ ଗୋଲ ସ୍କୋର କରିଥିଲେ। ପ୍ରଥମ କ୍ୱାର୍ଟରରେ ଟିମ୍ ଇଣ୍ଡିଆ ୨-୦ ରେ ଆଗୁଆ ରହିଥିଲା। ଏହା ପରେ ଅଷ୍ଟ୍ରେଲିଆ ଦ୍ୱିତୀୟ କ୍ୱାର୍ଟରରେ ଗୋଟିଏ ଗୋଲ ସ୍କୋର କରିଥିଲା। ତୃତୀୟ କ୍ୱାର୍ଟରରେ ଗୋଟିଏ ଗୋଲ ସ୍କୋର କରି ଟିମ୍ ଇଣ୍ଡିଆ ମ୍ୟାଚକୁ ୩-୧ରେ ନେଇଥିଲା। ଏହା ପରେ ଅଷ୍ଟ୍ରେଲିଆ ଅନ୍ତିମ କ୍ୱାର୍ଟରରେ ଆଉ ଏକ ଗୋଲ ସ୍କୋର କରିଥିଲା। ଏହିପରି ଭାରତ ମ୍ୟାଚକୁ ୩-୨ରେ ଜିତିଥିଲା।

ଭାରତୀୟ ଦଳର ଏହି ବିଜୟ ଐତିହାସିକ ଥିଲା। ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଅଷ୍ଟ୍ରେଲିଆ ବିପକ୍ଷରେ ଟିମ୍ ଇଣ୍ଡିଆ ବିଜୟ ପଞ୍ଜିକରଣ କରିଛି।

lakshya sen Manu Bhaker Olympics 2024 Paris Olympics 2024 Paris Olympics 2024 Day 7 Paris Olympics 2024 Day 7 Live
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବୋଦୟ ଅନ୍ତର୍ଜାତୀୟ ସମ୍ମିଳନୀର ତୃତୀୟ ସଂସ୍କରଣ ଉଦଘାଟନ କଲେ ରାଜ୍ୟପାଳ

December 14, 2025

ବିଜୟ ନାୟକଙ୍କ ରଚିତ ଗଳ୍ପ ସଂକଳନ ‘ସୁବ୍ରତ ଏବେ କେଉଁଠି ‘ ପୁସ୍ତକର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

December 14, 2025

ଆଜି ୧୪ ତାରିଖ ରବିବାରରେ ଏହି ୬ ଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହେବେ

December 14, 2025

ପ୍ରଖ୍ୟାତ ସାହିତ୍ୟିକ ବିଜୟ ନାୟକଙ୍କ ଗଳ୍ପ ପୁସ୍ତକ ‘ସୁବ୍ରତ ଏବେ କେଉଁଠି’ କୁ ଉନମୋଚନ କଲେ ମୁଖ୍ୟମନ୍ତ୍ରୀ

December 13, 2025
Latest News

ପୂର୍ବୋଦୟ ଅନ୍ତର୍ଜାତୀୟ ସମ୍ମିଳନୀର ତୃତୀୟ ସଂସ୍କରଣ ଉଦଘାଟନ କଲେ ରାଜ୍ୟପାଳ

December 14, 2025

ବିଜୟ ନାୟକଙ୍କ ରଚିତ ଗଳ୍ପ ସଂକଳନ ‘ସୁବ୍ରତ ଏବେ କେଉଁଠି ‘ ପୁସ୍ତକର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

December 14, 2025

ଆଜି ୧୪ ତାରିଖ ରବିବାରରେ ଏହି ୬ ଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହେବେ

December 14, 2025

ପ୍ରଖ୍ୟାତ ସାହିତ୍ୟିକ ବିଜୟ ନାୟକଙ୍କ ଗଳ୍ପ ପୁସ୍ତକ ‘ସୁବ୍ରତ ଏବେ କେଉଁଠି’ କୁ ଉନମୋଚନ କଲେ ମୁଖ୍ୟମନ୍ତ୍ରୀ

December 13, 2025

ଟଳିଲା ବଡ଼ ଦୁର୍ଘଟଣା: ଅବତରଣ ସମୟରେ ରନୱେରେ ଧକ୍କା ଦେଲା ଭୁବନେଶ୍ଵରରୁ ରାଞ୍ଚି ଯାଉଥିବା ବିମାନ

December 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.