ଭୁବନେଶ୍ଵର: ଚଳିତ ଖରିଫ ଋତୁ ପାଇଁ ଭାରତ ସରକାର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (#PMFBY) ରେ ଆମ ରାଜ୍ୟର ଚାଷୀ ଭାଇ ଓ ଭଉଣୀମାନଙ୍କ ପାଇଁ ଫସଲ ପଞ୍ଜିକରଣର ଶେଷ ତାରିଖକୁ ୧୦ ଅଗଷ୍ଟ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ୧୦ ଅଗଷ୍ଟ ୨୦୨୪ ପୂର୍ବରୁ ନିଜ ଫସଲର ପଞ୍ଜିକରଣ କରାଇଦେବାକୁ ଚାଷୀ ଭାଇ ଓ ଭଉଣୀମାନଙ୍କୁ ଅନୁରୋଧ କରାଯାଇଛି।
ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ବୃଦ୍ଧି କଲେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ପଞ୍ଜିକରଣର ଶେଷ ତାରିଖ
Published:
Aug 2, 2024, 8:28 pm IST