Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାସ୍ତରୀୟ ୭୮ତମ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ
ଆଜିର ଖବର

ଜିଲ୍ଲାସ୍ତରୀୟ ୭୮ତମ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

August 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଜିଲ୍ଲାସ୍ତରୀୟ ୭୮ତମ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅପରାହ୍ନ ୪ ଘଟିକା ସମୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ, ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଜାତୀୟ ଦିବସଟି ଶାନ୍ତି ସାହାର୍ଦ୍ଦପୂର୍ଣ୍ଣ ବାତାବରଣ ମଧ୍ୟରେ ମହାସମାରୋହରେ ସଦରମହକୁମା ବିଜେବି ଉଚ୍ଚ ବିଦ୍ୟାଳୟର ପଡିଆରେ ପାଳନ ନିମନ୍ତେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଏହି ଜିଲ୍ଲାସ୍ତରୀୟ ଉତ୍ସବ ପାଳନର ଆବଶ୍ୟକ ପ୍ରସ୍ତୁତି ନିମନ୍ତେ ଦାୟିତ୍ଵ ନ୍ୟସ୍ତ କରାଯାଇଥିବା ବିଭିନ୍ନ ବିଭାଗୀୟ ଅଧିକାରୀମାନେ ନିଜର ଦାୟିତ୍ଵ ସୁଚାରୁରୂପେ ତୁଲାଇବା ପାଇଁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ଅନୁଯାୟୀ ଅଗଷ୍ଟ ୧୫ ତାରିଖ ଦିନ ପ୍ରାତଃ ୪.୩୦ ମି . ସମୟରେ ସହରରେ ରେକର୍ଡ ଯୋଗେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ରାମଧୁନ ପରିବେଷଣ କରାଯିବ। ସେହିପରି ସକାଳ ୭ ଘଟିକା ସୁଦ୍ଧା ସହର ସ୍ଥିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ। , ବିଭିନ୍ନ ସରକାରୀ, ବେସରକାରୀ ଅନୁଷ୍ଠାନ ମାନଙ୍କରେ ପୂର୍ବାହ୍ନ ଘ ୭.୩୦ ମି. ସମୟରେ ସମ୍ମାନର ସହିତ ଜାତୀୟ ପତାକା ଉତ୍ତୋଳନ କରାଯିବ।

ପୂର୍ବାହ୍ନ ପୂର୍ବାହ୍ନ ଘ ୯.୧୫ ମି. ସମୟରେ ବି ଜେ ବି ଉଚ୍ଚ ବିଦ୍ୟାଳୟ ପଡିଆଠାରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ, ସମ୍ବଳିତ ପ୍ୟାରେଡ ପରିଦର୍ଶନ ଓ ଅଭିବାଦନ ଗ୍ରହଣ, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ୟାରେଡ ପ୍ରଦର୍ଶନ, ସାଂସ୍କୃତିକ କାର୍ଯ୍ୟକ୍ରମ, ପ୍ରଜ୍ଞାପନ ମେଢର ପ୍ରଦର୍ଶନ ,ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠ ବିବେଚିତ ଉତ୍ସର୍ଗୀକୃତ ସେବା ପାଇଁ ସମ୍ମାନିତ, ମିଳିତ ପ୍ୟାରେଡରେ କୃତିତ୍ଵ ଅର୍ଜନ କରିଥିବା ଶିକ୍ଷାନୁଷ୍ଠାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାର ପୁରସ୍କାର ପ୍ରଦାନ କରାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଡିସେମ୍ବର ୩୦ ତାରିଖ ମଙ୍ଗଳବାର, ଚାରୋଟି ରାଶି ପାଇଁ ରହିଛି ବଡ ଖବର, ଜାଣନ୍ତୁ କଣ

December 30, 2025

ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି କଲେ ଖୋର୍ଦ୍ଧା ଜିଲ୍ଲାପାଳ

December 29, 2025

ନୂଆବର୍ଷକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ଅବଧି ବୃଦ୍ଧି କଲା ରେଳବାଇ

December 29, 2025

ଟାଟା ପାୱାର ଅଫିସରେ ତାଲା ମାରିଲା କଂଗ୍ରେସ, ବେନିୟମ ଟିକସ ବିରୋଧରେ ବିକ୍ଷୋଭ 

December 29, 2025
Latest News

ଆଜି ଡିସେମ୍ବର ୩୦ ତାରିଖ ମଙ୍ଗଳବାର, ଚାରୋଟି ରାଶି ପାଇଁ ରହିଛି ବଡ ଖବର, ଜାଣନ୍ତୁ କଣ

December 30, 2025

ଶ୍ରୀମନ୍ତ ଶଙ୍କରଦେବଙ୍କ ଜନ୍ମସ୍ଥଳ ବଟଦ୍ରବ ଥାନ ପୁନର୍ବିକାଶ ପ୍ରକଳ୍ପ ଉଦଘାଟନ କଲେ ଗୃହମନ୍ତ୍ରୀ

December 29, 2025

ଲମ୍ବା ଦୂରଗାମୀ ଗାଇଡେଡ୍‌ ରକେଟ ପିନାକର ପ୍ରଥମ ଫ୍ଲାଇଟ୍‌ ଟେଷ୍ଟ ସଫଳତାପୂର୍ବକ ସମ୍ପନ୍ନ କଲା ଡିଆରଡିଓ

December 29, 2025

କେନ୍ଦ୍ର ପଞ୍ଚାୟତିରାଜ ବିଭାଗ 2025: କରିଛି କେତେ, ରଖିଛି କେତେ, ଛାଡିଛି କେତେ

December 29, 2025

ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି କଲେ ଖୋର୍ଦ୍ଧା ଜିଲ୍ଲାପାଳ

December 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.