Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହକିରେ କମାଲ: ବିଜୟ ସହ ସେମିଫାଇନାଲରେ ପ୍ରବେଶ କଲା ଟିମ୍ ଇଣ୍ଡିଆ
ଆଜିର ଖବର

ହକିରେ କମାଲ: ବିଜୟ ସହ ସେମିଫାଇନାଲରେ ପ୍ରବେଶ କଲା ଟିମ୍ ଇଣ୍ଡିଆ

August 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବ୍ରିଟେନକୁ ପରାସ୍ତ କରି ଭାରତୀୟ ହକି ଦଳ ସେମିଫାଇନାଲରେ ପ୍ରବେଶ କରିଛି। କ୍ୱାର୍ଟର ଫାଇନାଲରେ ଭାରତୀୟ ହକି ଦଳ ମଜବୁତ ପ୍ରଦର୍ଶନ କରିଛି। ଗ୍ରେଟ ବ୍ରିଟେନକୁ ଟିମ ଇଣ୍ଡିଆ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି।

ଏହି ମ୍ୟାଚ୍ ୧-୧ରେ ଡ୍ରରେ ପହଞ୍ଚିଥିଲା। ଏହା ପରେ ସୁଟ ଆଉଟ ର ପାଳି ଆସିଥିଲା। ଏଥିରେ ଭାରତ ବ୍ରିଟେନକୁ ୪-୨ରେ ପରାସ୍ତ କରିଛି। ଭାରତ ପାଇଁ ହରମାନପ୍ରୀତ ସିଂ, ସୁଖଜିତ ସିଂ, ଲଲିତ କୁମାର ଉପାଧ୍ୟାୟ ଏବଂ ରାଜ କୁମାର ପାଲ ଗୋଟିଏ ଲେଖାଏଁ ଗୋଲ ସ୍କୋର କରିଥିଲେ।

Manu Bhaker Paris Olympics 2024 Paris Olympics 2024 Day 9 Paris Olympics 2024 Live Paris Olympics Live
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026
Latest News

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.