Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁକ୍ତ ୨ ବିଜ୍ଞାନ ଛାତ୍ରୀଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ
ଆଜିର ଖବର

ଯୁକ୍ତ ୨ ବିଜ୍ଞାନ ଛାତ୍ରୀଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

August 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଚମାଖଣ୍ଡି ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ମୁଖ୍ୟ ରାସ୍ତାରେ ଅବସ୍ଥିତି ଗ୍ୟାନ ବିକାଶ ଆବାସିକ ମହାବିଦ୍ୟାଳୟରେ +୨ ବିଜ୍ଞାନ ଶ୍ରେଣୀ ରେ ଅଧ୍ୟୟନରତ ସ୍ବୀତି ପ୍ରଧାନ ନାମ୍ନୀ ଜଣେ ଛାତ୍ରୀଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି।

ଘଟଣାରୁ ଜଣାପଡିଛି ଯେ, ଆତ୍ମହତ୍ୟା କରିଥିବା ଗୃହରେ ୨୭ ଜଣ ଛାତ୍ରୀ ରହୁଛନ୍ତି। ଗତକାଲି ରାତିରେ ସମସ୍ତ ଛାତ୍ରୀ ଖାଇବାକୁ ଯାଇଥିଲେ। କିନ୍ତୁ ସ୍ଵୀତି ଖାଇବାକୁ ନଯାଇ ଜଣେ ସାଙ୍ଗକୁ ଖାଇବାକୁ ଆଣିବାକୁ କହିଥିଲା ଓ ତା ସାଙ୍ଗ ଖାଇବାକୁ ଆଣି ଦେଖିଲା ରୁମ୍ ଭିତରେ କବାଟ ବନ୍ଦ ଅଛି। ସଙ୍ଗେ ସଙ୍ଗେ ୱାଡେନ୍ କୁ ଖବର କରିବାରୁ ସେ ଆସି କବାଟ ଭାଙ୍ଗି ଦେଖିଲେ ଯେ, ଉକ୍ତ ଛାତ୍ରୀ ସିଲିଂ ଫ୍ୟାନ ରେ ଦଉଡ଼ି ସାହାଯ୍ୟରେ ଝୁଲୁଛି।

ବିଦ୍ୟାଳୟ ପକ୍ଷରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତ ଛାତ୍ରୀଙ୍କ ପରିବାର ଲୋକେ ସୁଦୁର ସୁରତରେ ରହୁଛନ୍ତି। ସେମାନେ ଆସିବା ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯିବ ବୋଲି ପୋଲିସ ସୁତ୍ରରୁ ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ମୁକ୍ତି ଦିବସକୁ ରାଜ୍ୟ ସ୍ତରରେ ପାଳନ କରିବାକୁ ନିବେଦନ

June 7, 2026

Kathmandu KLF 2026: ନେପାଳରେ ଉଦଘାଟିତ ହେଲା କାଠମାଣ୍ଡୁ-କଳିଙ୍ଗ ସାହିତ୍ୟ ମହୋତ୍ସବ

June 7, 2026

ଖୋର୍ଦ୍ଧାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

June 7, 2026

“ଅସରପା ପାଇଁ ପ୍ରତିରୋଧକ ଔଷଧ ଉପଲବ୍ଧ”: CJP ର ପ୍ରତିବାଦ ଉପରେ କୁମାର ବିଶ୍ୱାସଙ୍କ କଟାକ୍ଷ

June 7, 2026
Latest News

ବାଣପୁର ମୁକ୍ତି ଦିବସକୁ ରାଜ୍ୟ ସ୍ତରରେ ପାଳନ କରିବାକୁ ନିବେଦନ

June 7, 2026

Kathmandu KLF 2026: ନେପାଳରେ ଉଦଘାଟିତ ହେଲା କାଠମାଣ୍ଡୁ-କଳିଙ୍ଗ ସାହିତ୍ୟ ମହୋତ୍ସବ

June 7, 2026

ଖୋର୍ଦ୍ଧାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

June 7, 2026

କକ୍ରୋଚ୍ ଜନତା ପାର୍ଟି ପରେ ‘ଚିଣ୍ଟି ଜନତା ପାର୍ଟି’: ନୂଆ ଦଳ ଗଠନ କଲେ ପୂର୍ବତନ ବିଜେପି ନେତା

June 7, 2026

“ଅସରପା ପାଇଁ ପ୍ରତିରୋଧକ ଔଷଧ ଉପଲବ୍ଧ”: CJP ର ପ୍ରତିବାଦ ଉପରେ କୁମାର ବିଶ୍ୱାସଙ୍କ କଟାକ୍ଷ

June 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.