Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ
ଆଜିର ଖବର

ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

August 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର: ଡିଏଭି ପୋଖରୀପୁଟର ଦଶମ ଓ ଦ୍ୱାଦଶ ଶ୍ରେଣୀରେ ୯୫ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ପ୍ରାପ୍ତ କରିଥିବା ମୋଟ ୯୮ (ଦଶମ – ୬୨, ଦ୍ୱାଦଶ – ୩୬ ) ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି  ଭବ୍ୟ ସମାରୋହକୁ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କୁଳପତି  ପ୍ରଫେସର ତେଜ୍ ପ୍ରତାପ ପ୍ରଦୀପ ପ୍ରଜ୍ୱଳନପୂର୍ବକ ଆନୁଷ୍ଠାନିକ ଭାବେ ଉଦ୍.ଘାଟନ କରି ନିଷ୍ଠା ଓ ଏକାଗ୍ରତା ସଫଳତାର ମୂଳମନ୍ତ୍ର ଏବଂ ବିଦ୍ୟାର୍ଥୀଙ୍କ ଭବିଷ୍ୟତ ନିର୍ମାଣରେ ଶିକ୍ଷକଙ୍କ ଭୂମିକା ଅତୀବ ଗୁରୁତ୍ୱପୂର୍ଣ୍ଣ ବୋଲି ନିଜର ଅଭିଭାଷଣରେ କହିଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ଡିଏଭି ଅନୁଷ୍ଠାନ ସମୂହର ଆଞ୍ଚଳିକ ନିର୍ଦ୍ଦେଶକ ଡ. କେଶବ ଚନ୍ଦ୍ର ଶତପଥୀ ଯୋଗଦାନ କରି ମାତାପିତାଙ୍କୁ ଈଶ୍ୱର ରୂପେ ଗ୍ରହଣ କରି ତାଙ୍କର ଆଶିଷ ଲାଭ କଲେ ବିଦ୍ୟାର୍ଥୀ ସଫଳତାର ଶୀର୍ଷରେ ପହଞ୍ଚି ପାରିବ ବୋଲି ମତବ୍ୟକ୍ତ କରିଥିଲେ । ବିଦ୍ୟାଳଯର ଅଧ୍ୟକ୍ଷ ବିପିନ କୁମାର ସାହୁ ଅନୁଷ୍ଠାନର ସଫଳତା ବିବରଣୀ ପାଠପୂର୍ବକ ସମାଜର ଅଗ୍ରଣୀ ସେବକ ଭାବେ ନିଜକୁ ଗଢ଼ିତୋଳିବା ପାଇଁ ବିଦ୍ୟାର୍ଥୀମାନଙ୍କୁ ଆହ୍ୱାନ  ଦେଇଥିଲେ ।

ଏହି ଅବସରରେ ଡିଏଭି କଳିଙ୍ଗ ନଗର ପରିଚାଳନା ସମିତିର ଚେୟାରମ୍ୟାନ୍ ମଦନ ମୋହନ ପଣ୍ଡା, ଡିଏଭି ଅନୁଷ୍ଠାନ ସମୂହର ଆଞ୍ଚଳିକ ଅଧିକାରୀ ଡ. ସୁଜାତା ତଥା କଟକ ଓ ଭୁବନେଶ୍ୱରସ୍ଥିତ ଡିଏଭି ସ୍କୁଲର ଅନେକ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ।

 

ଡିଏଭି ପୋଖରୀପୁଟ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରେ ପୁଣି କମ୍ପନ, ଦଳୀୟ ପଦପଦବୀରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ

November 25, 2025

Mobile Customer: ମୋବାଇଲ ଗ୍ରାହକମାନଙ୍କୁ ସରକାର କଲେ ସଚେତନ, ବ୍ୟବହାର ନ କରିବାକୁ ପରାମର୍ଶ

November 25, 2025

ରାଜ୍ୟର ୭ଟି ସରକାରୀ ଆୟୁଷ ମହାବିଦ୍ୟାଳୟ ରେ ଛାତ୍ର ଧର୍ମଘଟ ଆରମ୍ଭ, କଲେଜ ବନ୍ଦ 

November 25, 2025

ଆଜି ନଭେମ୍ବର 25 ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକିବ

November 25, 2025
Latest News

IFFI 2025: ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଯୋଗ ଦେଇ ନିର୍ଦ୍ଦେଶକ ରାଜୁ ହିରାନୀ କହିଲେ..

November 25, 2025

Ram Mandir Flag Hoisting: ଅଯୋଦ୍ଧା ରାମ ମନ୍ଦିରରେ ଧ୍ବଜା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ମୋଦି

November 25, 2025

ବିଜେଡିରେ ପୁଣି କମ୍ପନ, ଦଳୀୟ ପଦପଦବୀରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ

November 25, 2025

Sri Ram Janmbhoomi: ରାମ ଜନ୍ମଭୂମି ମନ୍ଦିରରେ ଆଜି ଗେରୁଆ ପତାକା ଉତ୍ତୋଳନ କରିବେ ପ୍ରଧାନମନ୍ତ୍ରୀ 

November 25, 2025

Mobile Customer: ମୋବାଇଲ ଗ୍ରାହକମାନଙ୍କୁ ସରକାର କଲେ ସଚେତନ, ବ୍ୟବହାର ନ କରିବାକୁ ପରାମର୍ଶ

November 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.