Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖାଲି ପଡ଼ିଥିବା ଇଂଜିନିୟରିଂ ସିଟ୍‌ ପାଇଁ ଜୁଲାଇ ୨୧ରୁ ସ୍ବତନ୍ତ୍ର ଓଜେଇଇ
ଆଜିର ଖବର

ଖାଲି ପଡ଼ିଥିବା ଇଂଜିନିୟରିଂ ସିଟ୍‌ ପାଇଁ ଜୁଲାଇ ୨୧ରୁ ସ୍ବତନ୍ତ୍ର ଓଜେଇଇ

June 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
+2 cut off declared

ରାଜ୍ୟରେ ଖାଲି ପଡିଥିବା ଇଂଜିନିୟରିଂ ସିଟ୍ ପାଇଁ ଜୁଲାଇ ୨୧ରେ ସ୍ୱତନ୍ତ୍ର ଓଜେଇଇ ଅନୁଷ୍ଠିତ ହେବ। ଏଥିପାଇଁ ଜୁନ ୩୦ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏବେ ଓଜେଇଇ ପାଇଁ ନାମଲେଖା ପ୍ରକ୍ରିୟା ଅନ୍ତିମ ପର୍ଯ୍ୟାୟରେ ପହଁଚିଛି। କେତେକ କଲେଜରେ ସ୍ପଟ ଆଡମିସନ ମଧ୍ୟ ଜାରି ରହିଛି। ତେବେ ବିଭିନ୍ନ କଲେଜରେ ଅନେକ ପାଠ୍ୟକ୍ରମ ପାଇଁ ଶତାଧିକ ସିଟ୍ ଖାଲି ରହିଛି। ଯାହା କଲେଜ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢାଇଦେଇଛି। ଯାହାକୁ ନଜରରେ ରଖି ସ୍ୱତନ୍ତ୍ର ଓଜେଇଇ ହେବା ନେଇ ତାରିଖ ଧାର୍ଯ୍ୟ କରାଯାଇଛି। ଯେଉଁ ଛାତ୍ରଛାତ୍ରୀମାନେ କୌଣସି କାରଣରୁ ପ୍ରଥମ ଓଜେଇଇରେ ଭାଗ ନେଇ ନାହାନ୍ତି କିମ୍ବା କାଉନସେଲିଂରେ ସାମିଲ ହୋଇପାରି ନାହାନ୍ତି ସେମାନେ ଏହି ସ୍ୱତନ୍ତ୍ର ଓଜେଇଇ ଦେଇପାରିବେ। ସ୍ୱତନ୍ତ୍ର ଓଜେଇଇ ପାଇଁ ଆବେଦନ ତାରିଖ ଜୁନ ୩୦ରୁ ଆରମ୍ଭ ହେବାକୁ ଥିବା ବେଳେ ଏହା ଜୁଲାଇ ୭ରେ ସରିବ। ଜୁଲାଇ ୧୫ରେ ଏଣ୍ଟ୍ରାନ୍ସ ପରୀକ୍ଷା ପାଇଁ ଆଡମିଟ୍ କାର୍ଡ ମିଳିବ। ଜୁଲାଇ ୨୧ରେ ଏହି ସ୍ବତନ୍ତ୍ର ଓଜେଇଇ ପରୀକ୍ଷା ଅନୁଷ୍ଠିତ ହେବ।

Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ସାମୂହିକ “ବନ୍ଦେ ମାତରମ୍” ଗାନ, ଦେଶପ୍ରେମର ଅପୂର୍ବ ଭାବରେ ସ୍ପନ୍ଦିତ ହେଲା ପରିବେଶ

November 7, 2025

ନବସୃଜନ ଏବଂ ସମାବେଶିତାର ପ୍ରତୀକ ପାଲଟିବ ଆଇଏଫଏଫଆଇ 2025: କେନ୍ଦ୍ର ମନ୍ତ୍ରୀ

November 7, 2025

ଏମ୍ସ ଭୁବନେଶ୍ବରରେ ସାମୂହିକ “ବନ୍ଦେ ମାତରମ୍” ଗାନ, ଦେଶପ୍ରେମର ଅପୂର୍ବ ପରିବେଶ

November 7, 2025

ବିଶ୍ୱ ଟେଲିକମ୍ ପ୍ରଯୁକ୍ତି ବଜାର ର ୧୨୧ ବିଲିୟନ ଡଲାର ଉପରେ ମୁକେଶ ଆମ୍ବାନୀଙ୍କ ନଜର

November 7, 2025
Latest News

ଏମ୍ସ ଭୁବନେଶ୍ବରରେ ସାମୂହିକ “ବନ୍ଦେ ମାତରମ୍” ଗାନ, ଦେଶପ୍ରେମର ଅପୂର୍ବ ଭାବରେ ସ୍ପନ୍ଦିତ ହେଲା ପରିବେଶ

November 7, 2025

ନବସୃଜନ ଏବଂ ସମାବେଶିତାର ପ୍ରତୀକ ପାଲଟିବ ଆଇଏଫଏଫଆଇ 2025: କେନ୍ଦ୍ର ମନ୍ତ୍ରୀ

November 7, 2025

୮୪ତମ ଭାରତୀୟ ସଡକ କଂଗ୍ରେସ ଉଦ୍‍ଘାଟିତ: ଓଡିଶା ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

November 7, 2025

ଏମ୍ସ ଭୁବନେଶ୍ବରରେ ସାମୂହିକ “ବନ୍ଦେ ମାତରମ୍” ଗାନ, ଦେଶପ୍ରେମର ଅପୂର୍ବ ପରିବେଶ

November 7, 2025

ବିଶ୍ୱ ଟେଲିକମ୍ ପ୍ରଯୁକ୍ତି ବଜାର ର ୧୨୧ ବିଲିୟନ ଡଲାର ଉପରେ ମୁକେଶ ଆମ୍ବାନୀଙ୍କ ନଜର

November 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.