Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୋଷଣା ହେଲା ଓଡିଶାର ରାଜ୍ୟସଭା ଉପନିର୍ବାଚନ ପାଇଁ ତାରିଖ, ଜାଣନ୍ତୁ କେବେ
ଆଜିର ଖବର

ଘୋଷଣା ହେଲା ଓଡିଶାର ରାଜ୍ୟସଭା ଉପନିର୍ବାଚନ ପାଇଁ ତାରିଖ, ଜାଣନ୍ତୁ କେବେ

August 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେଲା ଓଡିଶାର ରାଜ୍ୟସଭା ଉପନିର୍ବାଚନ ପାଇଁ ତାରିଖ, ଜାଣନ୍ତୁ କେବେ

ନୂଆଦିଲ୍ଲୀ: ଆଜି ଭାରତ ନିର୍ବାଚନ କମିଶନର ଓଡ଼ିଶା ସମେତ ୯ ରାଜ୍ୟରେ ଖାଲିପଡ଼ିଥିବା ୧୨ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ସେହି ଅନୁସାରେ ସେପ୍ଟେମ୍ବର ୩ ତାରିଖ ଏହି ଉପନିର୍ବାଚନ ହେବ। ଏଥିପାଇଁ ଅଗଷ୍ଟ ୧୪ରେ ଉପନିର୍ବାଚନ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ହେଉଛି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ। ୨୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ ।

ଓଡ଼ିଶା ପାଇଁ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ଅଗଷ୍ଟ ୨୭। ଆବଶ୍ୟକ ପଡ଼ିଲେ ସେପ୍ଟେମ୍ବର ୩ ତାରିଖ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ହେବ। ସେହିଦିନ ଅପରାହ୍ନ ୫ଟାରେ ଭୋଟଗଣତି ହୋଇ ଫଳ ପ୍ରକାଶ ପାଇବ।

ଓଡିଶାର ମମତା ମହାନ୍ତ ରାଜ୍ୟସଭା ପଦରୁ ଇସ୍ତଫା ଦେଇଥିବାରୁ ସେହି ଆସନ ଖାଲି ରହିଛି। ତେବେ ଏଥର ସଂଖ୍ୟା ଦୃଷ୍ଟିରୁ ବିଜେପି ଆସନ ସଂଖ୍ୟା ଅଧିକ ଥିବାରୁ ଏହି ଆସନ ବିଜେପି ନେବ ବୋଲି ସ୍ପଷ୍ଟ ହୋଇଛି।

Election Commissioner ମମତା ମହନ୍ତ ମମତା ମହାନ୍ତ ରାଜ୍ୟସଭା ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଫେଲ ମାମଲାରେ ପାକିସ୍ତାନର ପର୍ଦ୍ଦାଫାସ ପରେ ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 24, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୪-୩ ଗୋଲରେ ଟିମ୍ ଇଣ୍ଡିଆର ଦମଦାର ବିଜୟ

June 24, 2026

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026
Latest News

ରାଫେଲ ମାମଲାରେ ପାକିସ୍ତାନର ପର୍ଦ୍ଦାଫାସ ପରେ ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 24, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୪-୩ ଗୋଲରେ ଟିମ୍ ଇଣ୍ଡିଆର ଦମଦାର ବିଜୟ

June 24, 2026

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026

ଭାରତରେ କେତେବେଳେ ଆରମ୍ଭ ହେବ ଭାରତ ବନାମ ଆୟରଲ୍ୟାଣ୍ଡ ଟି-୨୦?: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.