Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିନେଶଙ୍କୁ ବଳ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ, କହିଲେ ଆପଣ ଚାମ୍ପିୟନଙ୍କ ମଧ୍ୟରେ ଚାମ୍ପିୟନ
ଆଜିର ଖବର

ଭିନେଶଙ୍କୁ ବଳ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ, କହିଲେ ଆପଣ ଚାମ୍ପିୟନଙ୍କ ମଧ୍ୟରେ ଚାମ୍ପିୟନ

August 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭିନେଶଙ୍କୁ ବଳ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ, କହିଲେ ଆପଣ ଚାମ୍ପିୟନଙ୍କ ମଧ୍ୟରେ ଚାମ୍ପିୟନ

ନୂଆଦିଲ୍ଲୀ: ପ୍ୟାରିସ୍ ଅଲିମ୍ପିକ୍ସର ଅନ୍ତିମ ମୁକାବିଲା ପୂର୍ବରୁ ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କ ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଏକ୍ସ ପୋଷ୍ଟରେ ଏହା କହିଛନ୍ତି;

“ଭିନେଶ, ଆପଣ ଚାମ୍ପିୟନମାନଙ୍କ ମଧ୍ୟରେ ଚାମ୍ପିୟନ! ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଆପଣ ଭାରତର ଗର୍ବ ଓ ପ୍ରେରଣା। ଆଜିର ଘଟଣା ଦୁଃଖଦାୟକ; ମୋ ମନରେ ଥିବା ନିରାଶାକୁ ବ୍ୟକ୍ତ କରିବା ଲାଗି ଭାଷା ପାଉ ନାହିଁ । ଏହା ସହିତ, ମୁଁ ଜାଣେ ଯେ ଆପଣ ଧୈର‌୍ୟ୍ୟର ପ୍ରତୀକ ଅଟନ୍ତି । ଆହ୍ବାନକୁ ସାମ୍ନା କରିବା ସବୁବେଳେ ଆପଣଙ୍କ ସ୍ୱଭାବ ରହିଆସିଛି।
ଅଧିକ ଦୃଢ଼ ହୋଇ ଆପଣ ଠିଆ ହେବେ ! ଆମେ ସମସ୍ତେ ଆପଣଙ୍କୁ ସମର୍ଥନ କରୁଛୁ।

VINESH PHOGAT ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026
Latest News

ଭୁବନେଶ୍ୱରର ଦୁଇ ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ ‘ବସ୍ ପ୍ରାଥମିକତା ଲେନ୍’ ପାଇଁ ଯୋଜନା ଆରମ୍ଭ

August 14, 2026

ମୌସୁମୀ ଅଧିବେଶନ ଶେଷ ହେବା ମାତ୍ରେ ବିରୋଧୀ-ସରକାର ମୁହାଁମୁହିଁ: ରାହୁଲଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

August 14, 2026

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.