Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁସ୍ତିରୁ ଅବସର ନେଲେ ବିନେଶ ଫୋଗାଟ
ଆଜିର ଖବର

କୁସ୍ତିରୁ ଅବସର ନେଲେ ବିନେଶ ଫୋଗାଟ

August 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତୀୟ ମହିଳା କୁସ୍ତିଯୋଦ୍ଧା ବିନେଶ
ଭିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

ନୂଆଦିଲ୍ଲୀ: ଭାରତୀୟ ମହିଳା ରେସଲର ବିନେଶ ଫୋଗାଟ ଆଜି ରେସଲିଂରୁ ଅବସର ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଦେଶର ସ୍ୱପ୍ନ ଏବଂ ତାଙ୍କର ସାହସ ଭାଙ୍ଗି ଯାଇଛି। ତାଙ୍କର ପାଖରେ ଆଉ ଅଧିକ ଶକ୍ତି ନାହିଁ। ପ୍ୟାରିସ ଅଲିମ୍ପିକ୍ସରୁ ଅଅଯୋଗ୍ୟ ହେବା ପରେ ବିନେଶ ଫୋଗାଟ ବହୁତ ନିରଶ ହୋଇଛନ୍ତି। ଓଜନ ବୃଦ୍ଧି ପରେ ତାଙ୍କୁ ବୁଧବାର ଅଲିମ୍ପିକ୍ସର ଫାଇନାଲ ମ୍ୟାଚରୁ ଅଯୋଗ୍ୟ କରାଯାଇଥିଲା।

ସୋସିଆଲ ମିଡିଆ ପ୍ଲାଟଫର୍ମରେ ବିନେଶ ଫୋଗାଟ ଲେଖିଛନ୍ତି ଯେ, ”ମାଁ ମୋଠାରୁ କୁସ୍ତି ଜିତିଗଲା, ମୁଁ ହାରିଗଲି, କ୍ଷମା କରିବ, ଆପଣଙ୍କ ସ୍ଵପ୍ନ, ମୋ ସାହସ ଭାଙ୍ଗି ଗଲା। ବିଦାୟ କୁସ୍ତି ୨୦୦୧-୨୦୨୪। ଆପଣ ସମସ୍ତଙ୍କ ପାଖରେ ଋଣୀ ରହିବି।” ସ୍ୱର୍ଣ୍ଣ ପଦକ ପ୍ରତିଯୋଗିତାର କିଛି ଘଣ୍ଟା ପୂର୍ବରୁ ବୁଧବାର ସକାଳେ ଓଜନ ପରୀକ୍ଷାରେ ବିଫଳ ହୋଇଥିବାରୁ ବିନେଶ ଅଲିମ୍ପିକ୍ସରୁ ଅଯୋଗ୍ୟ ହୋଇଥିଲେ। ଭାରତୀୟ ମହିଳା ରେସଲରଙ୍କ ଓଜନ ୧୦୦ ଗ୍ରାମ ଅଧିକ ଥିଲା।

olympics Paris Olympics VINESH PHOGAT
Share. Facebook Twitter LinkedIn Email WhatsApp Copy Link

Related Posts

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026
Latest News

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.