Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୬ ମାସ ପରେ ମନୀଷ ସିସୋଦିଆଙ୍କୁ ବଡ ଆଶ୍ଵସ୍ତି: ଅବକାରୀ ନୀତି ମାମଲାରେ ମିଳିଲା ଜାମିନ
ଆଜିର ଖବର

୧୬ ମାସ ପରେ ମନୀଷ ସିସୋଦିଆଙ୍କୁ ବଡ ଆଶ୍ଵସ୍ତି: ଅବକାରୀ ନୀତି ମାମଲାରେ ମିଳିଲା ଜାମିନ

August 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଛନ୍ତି। କୋର୍ଟ ସର୍ତ୍ତ ରଖିଛନ୍ତି ଏବଂ ତାଙ୍କ ପାସପୋର୍ଟ ସମର୍ପଣ କରିବାକୁ ଏବଂ ସାକ୍ଷୀମାନଙ୍କୁ ପ୍ରଭାବିତ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସିସୋଡିଆ ୧୬ ମାସ ପରେ ଜେଲରୁ ବାହାରି ପାରିବେ।

ଯେତେବେଳେ ସୁପ୍ରିମକୋର୍ଟ ମନୀଷ ସିସୋଡିଆଙ୍କୁ ଜାମିନ ପ୍ରଦାନ କରିଥିଲେ, ସେତେବେଳେ ଇଡି ଓକିଲ ଦାବି କରିଥିଲେ ଯେ, ପୂର୍ବତନ ମନ୍ତ୍ରୀଙ୍କୁ ଦିଲ୍ଲୀ ସଚିବାଳୟକୁ ଯିବା ବନ୍ଦ କରିବା ସର୍ତ୍ତ ଆଧାରରେ ମଧ୍ୟ ଜାମିନ ପ୍ରଦାନ କରାଯାଉ। କୋର୍ଟ ଏହାକୁ ଖାରଜ କରିଛନ୍ତି।

ମନୀଷ ସିସୋଦିଆ ଜାମିନ ପାଇବା ପରେ ଆମ୍ ଆଦମୀ ପାର୍ଟି ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କ ଘରେ ମିଠା ବଣ୍ଟନ କରାଯାଇଛି। ସିସୋଡିଆ ଜାମିନ ପାଇବା ପରେ AAP ନେତାଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

Delhi Excise Policy Delhi Excise Policy Case Manish Sisodia Supreme Court
Share. Facebook Twitter LinkedIn Email WhatsApp Copy Link

Related Posts

ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’: ଧର୍ମେନ୍ଦ୍ର ପ୍ରଧାନ

August 4, 2025

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025
Latest News

ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’: ଧର୍ମେନ୍ଦ୍ର ପ୍ରଧାନ

August 4, 2025

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.