Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଏଭି ପୋଖରୀପୁଟରେ ସ୍ୱଭାବକବିଙ୍କ ଜୟନ୍ତୀ ପାଳିତ
ଆଜିର ଖବର

ଡିଏଭି ପୋଖରୀପୁଟରେ ସ୍ୱଭାବକବିଙ୍କ ଜୟନ୍ତୀ ପାଳିତ

August 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ଏହି ଅବସରରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହିତ ସମସ୍ତ ବିଦ୍ୟାର୍ଥୀ ଓ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ସ୍ୱଭାବକବିଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ନିମନ୍ତେ ନିଜର ଅଭିମତ ରଖିଥିଲେ। ବିଦ୍ୟାଳୟର ସମସ୍ତ ନିରୀକ୍ଷକ-ନିରୀକ୍ଷିକା ତଥା ଓଡ଼ିଆ ବିଭାଗର ଶିକ୍ଷକ-ଶିକ୍ଷୟିତ୍ରୀ ମେହେରଙ୍କ ଚରଣାରବିନ୍ଦରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଭକ୍ତି ସୁମନ ଅର୍ପଣ କରିଥିଲେ।

ସପ୍ତମ ଶ୍ରେଣୀର ଛାତ୍ରୀ ଆକାଂକ୍ଷା ସାମଲ୍‌ କବିଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିବାବେଳେ କବିଙ୍କ ସୃଜନାତ୍ମକ ପତି ହିତ ସାଧିନୀ ତପସ୍ୱିନୀ କବିତାର ପ୍ରଥମ ସର୍ଗ ‘କିଏ ଗୋ ତୁ ଜ୍ୟୋତିର୍ମୟି ! ଶୁଦ୍ଧ-ଶୁଭ୍ର-ବେଶା …’  ସପ୍ତମ ଶ୍ରେଣୀର ଛାତ୍ରୀ ବ୍ରାହ୍ମୀସଂହିତା ଜ୍ଞାନଗମ୍ୟାଙ୍କ ଦ୍ୱାରା  ଗାୟନ କରାଯାଇଥିଲା। ଅଷ୍ଟମ ଶ୍ରେଣୀର ଛାତ୍ରୀ ରିତେଷ୍ଣା ଦାଶ କବିଙ୍କର ଅତି ଚର୍ଚ୍ଚିତ ପଦ ‘ମଙ୍ଗଳେ ଅଇଲା ଉଷା…..’ ଏହି ଅବସରରେ ଆବୃତ୍ତି କରିଥିଲେ। ଓଡ଼ିଆ ବିଭାଗର ବରିଷ୍ଠ ଶିକ୍ଷକ ନରୋତ୍ତମ ଷଡ଼ଙ୍ଗୀ କାର୍ଯ୍ୟକ୍ରମର ସଂଯୋଜନା କରିଥିବାବେଳେ ଓଡ଼ିଆ ଶିକ୍ଷକ କେଶବ ଚନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଓଡ଼ିଆ ବିଭାଗର ଶିକ୍ଷୟିତ୍ରୀ ଝରଣା ମିଶ୍ର, କ୍ଷଣପ୍ରଭା ନନ୍ଦ ,ସୁଜାତା ମହାନ୍ତି  ତଥା ବିଜୟ କୁମାର ପଣ୍ଡା , ସନ୍ତୋଷ କୁମାର କର  ଆଦି ସକ୍ରିୟ ସହଯୋଗ କରିଥିଲେ। ବିଭାଗୀୟ ମୁଖ୍ୟ ଶୁଭ୍ରାଂଶୁ  ମୋହନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ତଥା ସୁପରାମର୍ଶକ୍ରମେ ଏହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରାଯାଇଥିଲା।

ଗଙ୍ଗାଧର ମେହେର ଡିଏଭି ପୋଖରୀପୁଟ ସ୍ୱଭାବକବିଙ୍କ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପାଇଁ ସ୍ୱତନ୍ତ୍ର ଅଫର ଘୋଷଣା କଲା BSNL: ଶୀଘ୍ର ଉଠାନ୍ତୁ ଲାଭ

March 3, 2026

ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ଇଗ୍ନୋର ନାମଲେଖା ଅବଧି ୧୫ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି

March 3, 2026

ସ୍ୱପ୍ନା ପତି ଫାଉଣ୍ଡେସନ ଆୟୋଜିତ ୧୫ତମ ‘ହର୍ବାଲ ହୋଲି’ ଉତ୍ସବରେ ଉର୍ଫି ଜାଭେଦ

March 3, 2026

ହୋଲି ପୂର୍ବରୁ ପାଳନ ହୁଏ ହୋଲିକା ଦହନ ଉତ୍ସବ: ଜାଣନ୍ତୁ କାହିଁକି ଏହା କରାଯାଏ?

March 3, 2026
Latest News

ହୋଲି ପାଇଁ ସ୍ୱତନ୍ତ୍ର ଅଫର ଘୋଷଣା କଲା BSNL: ଶୀଘ୍ର ଉଠାନ୍ତୁ ଲାଭ

March 3, 2026

ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ଇଗ୍ନୋର ନାମଲେଖା ଅବଧି ୧୫ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି

March 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍: ଐତିହାସିକ ବିଶ୍ୱ ଘୋଷଣାନାମା ଏବଂ ଏଆଇ କ୍ଷେତ୍ରରେ ପ୍ରମୁଖ ନିବେଶ ପ୍ରତିଶ୍ରୁତି

March 3, 2026

ଆଜି ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 3, 2026

ସ୍ୱପ୍ନା ପତି ଫାଉଣ୍ଡେସନ ଆୟୋଜିତ ୧୫ତମ ‘ହର୍ବାଲ ହୋଲି’ ଉତ୍ସବରେ ଉର୍ଫି ଜାଭେଦ

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.