Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋସିଆଲ୍ ମିଡିଆରେ ପ୍ରୋଫାଇଲ୍ ଫଟୋ ତ୍ରିରଙ୍ଗାକୁ ପରିବର୍ତ୍ତନ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ସୋସିଆଲ୍ ମିଡିଆରେ ପ୍ରୋଫାଇଲ୍ ଫଟୋ ତ୍ରିରଙ୍ଗାକୁ ପରିବର୍ତ୍ତନ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

August 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତ
ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ...

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ନାଗରିକମାନଙ୍କୁ ସୋସିଆଲ୍ ମିଡିଆ ପ୍ଲାଟଫର୍ମରେ ନିଜର ପ୍ରେଫାଇଲ୍ ଫଟୋ ପରିବର୍ତ୍ତନ କରି ତ୍ରିରଙ୍ଗା ରଖିବାକୁ ଅନୁରୋଧ କରିଛନ୍ତି। ସ୍ୱାଧିନତା ଦିବସର ପାଳନ କରିବାକୁ ଶ୍ରୀ ମୋଦୀ ନିଜର ପ୍ରୋଫାଇଲ୍ ଫଟୋ ତ୍ରିରଙ୍ଗାକୁ ପରିବର୍ତ୍ତନ କରିଛନ୍ତି। ହର୍ ଘର୍ ତ୍ରିରଙ୍ଗା ଆନ୍ଦୋଳନକୁ ଏକ ସ୍ମରଣୀୟ ଜନ ଆନ୍ଦୋଳନରେ ପରିଣତ କରିବାକୁ ସେ ସମସ୍ତଙ୍କୁ ଏପରି କରିବାକୁ ଅନୁରୋଧ କରିଛନ୍ତି।

ଶ୍ରୀ ମୋଦୀ harghartiranga.com. ରେ ତ୍ରିରଙ୍ଗା ସହ ସେଲ୍‌ଫି ଶେୟାର କରିବାକୁ ମଧ୍ୟ ସମସ୍ତଙ୍କୁ ଅନୁରୋଧ କରିଛନ୍ତି।

ଏକ୍ସର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଚଳିତ ବର୍ଷ ସ୍ୱାଧିନତା ଦିବସ ନିକଟତର ହେଉଛି, ଚାଲନ୍ତୁ ପୁଣି ଥରେ ହର୍‌ଘର୍‌ତ୍ରିରଙ୍ଗାକୁ ଏକ ସ୍ମରଣୀୟ ଜନ ଆନ୍ଦୋଳନରେ ପରିଣତ କରିବା। ମୁଁ ମୋର ପ୍ରୋଫାଇଲ୍ ଫଟୋ ପରିବର୍ତ୍ତନ କରୁଛି ଏବଂ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ଏପରି କରି ଆପଣମାନେ ତ୍ରିରଙ୍ଗା ଉତ୍ସବକୁ ପାଳନ କରିବା ପାଇଁ ମୋ ସହ ଯୋଗ ଦିଅନ୍ତୁ। ଏବଂ ହଁ  harghartiranga.com. ରେ ତ୍ରିରଙ୍ଗା ସହ ନିଜର ସେଲ୍‌ଫି ଶେୟାର କରନ୍ତୁ।”

ତ୍ରିରଙ୍ଗା ନରେନ୍ଦ୍ର ମୋଦୀ ସୋସିଆଲ୍ ମିଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026
Latest News

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.