Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ୱିତୀୟ ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ
ଆଜିର ଖବର

ଦ୍ୱିତୀୟ ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ

August 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସମସ୍ତ ବିଦ୍ୟାଳୟରେ ୨୦୨୪-୨୫ ଶିକ୍ଷାବର୍ଷର ଦ୍ୱିତୀୟ ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ (ଏସଏମସି) / ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ (ଏସ୍‌ଏମ୍‌ଡ଼ିସି) ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନାରେ ସମସ୍ତ ସଭ୍ୟ ଓ ଅଭିଭାବକ ଯୋଗ ଦେଇଥିଲେ।

ଆଜିର ବୈଠକରେ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ନିରାପତ୍ତା ବ୍ୟବସ୍ଥା, ଅନଲାଇନ୍‌ ସୁରକ୍ଷା ଓ ସାଇବର ସଚେତନତା, ସ୍ୱଚ୍ଛତା ପକ୍ଷ ପାଳନ, ସୁରଭି-୨୦୨୪, ବିଦ୍ୟାଳୟର ୟୁଥ୍‌ ଏବଂ ଇକୋ କ୍ଲବ୍‌ ଗଠନ, ଛାତ୍ରଛାତ୍ରୀମାନଙ୍କୁ ବୟସ ଅନୁଯାୟୀ ଉପଯୁକ୍ତ ଶ୍ରେଣୀରେ ନାମ ଲେଖାଇବା ଓ ନିୟମିତ ଭାବରେ ଶିକ୍ଷା ସମାପ୍ତିକୁ ସୁନିଶ୍ଚିତ କରିବା, ବେଟି ବଚାଓ ବେଟି ପଢ଼ାଓ, କୈଶୋର ଛାତ୍ରୀମାନଙ୍କ ପାଇଁ ଇନସିନେରେଟର ଓ ଭେଣ୍ଡିଂ ମେସିନର ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା।

ବୈଠକରେ ସରକାରଙ୍କ ପକ୍ଷରୁ ବିଦ୍ୟାଳୟ ଶିକ୍ଷାର ବିକାଶ ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପଗୁଡ଼ିକ ଉପରେ ଆଲୋଚନା କରାଯାଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ପଦାଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ବିଦ୍ୟାଳୟ ପରିଦର୍ଶନ କରିଥିଲେ।

ସାଇବର ସଚେତନତା ସ୍ୱଚ୍ଛତା ପକ୍ଷ ପାଳନ
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026
Latest News

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.