Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯଦି ଆପଣ ଚାକିରୀ ପରି କିଛି ଗୁରୁତ୍ବପୂର୍ଣ୍ଣ କାମ କରୁଛନ୍ତି ତେବେ ଚାଣକ୍ୟଙ୍କ ଏହି କଥା ମାନନ୍ତୁ
ଆଜିର ଖବର

ଯଦି ଆପଣ ଚାକିରୀ ପରି କିଛି ଗୁରୁତ୍ବପୂର୍ଣ୍ଣ କାମ କରୁଛନ୍ତି ତେବେ ଚାଣକ୍ୟଙ୍କ ଏହି କଥା ମାନନ୍ତୁ

August 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଚାଣକ୍ୟ ନୀତିରେ ରହିଛି ଯେ , ଯଦି ଆପଣ କୌଣସି ଗୁରୁତ୍ବ ପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, ତେବେ ତାହା ସଫଳ ହେବା ପରେ କୁହନ୍ତୁ। ଆପଣଙ୍କ କାମ ଶେଷ ନ ହେବା ପୂର୍ବରୁ ଯଦି ପ୍ରଘଟ କଲେ ତେବେ ତାହା ଆଉ ହେବ ନାହିଁ। ସେଥିପାଇଁ ଚାଣକ୍ୟ କହିଛନ୍ତି ଆପଣଙ୍କ କାମ ଗୋପନରେ କରନ୍ତୁ। ଏହି କାମରେ ଯଦି କାହାର ଆବଶ୍ୟକତା ଥାଏ ତେବେ ତାଙ୍କ ସହିତ ଆଲୋଚନା କରନ୍ତୁ। କିନ୍ତୁ ଅନ୍ୟ କାହା ସହିତ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଆଉ ଏକ କଥା କହିଛନ୍ତି। ତାହା ହେଲା ଯଦି କୌଣସି କାମ ପୂର୍ବରୁ ଆପଣ ପ୍ରଘଟ କଲେ ଏବଂ କାମଟି ପରେ ବିଫଳ ହେଲା, ତେବେ ଆପଣ ଲୋକହସା ହେବେ। ଆପଣଙ୍କ କାମଟି ସଫଳ ହେବେ କି ନାହିଁ ତାହା କେହି କହିପାରିବେ ନାହିଁ। ସେଥିପାଇଁ ଚାଲାକ ବ୍ୟକ୍ତି କେବେ ବି ନିଜର କାମ ସଫଳ ବା ସଂପୂର୍ଣ୍ଣ ନ ହେବା ପୂର୍ବରୁ କାହାକୁ କହେ ନାହିଁ।

ଆଚର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏସଟି ବଚତ୍‌ ଉତ୍ସବକୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କଲେ ୩ କେନ୍ଦ୍ର ମନ୍ତ୍ରୀ

October 18, 2025

ବିହାର ନିର୍ବାଚନ: ଏହି ଆସନରେ ଚିରାଗ ପାସୱାନଙ୍କ ଦଳୀୟ ପ୍ରାର୍ଥୀଙ୍କ ନାମାଙ୍କନ ରଦ୍ଦ

October 18, 2025

ଦୀପାବଳି ଉପଲକ୍ଷେ ବିଏସଏନଏଲ୍ ର ସ୍ଵତନ୍ତ୍ର ଅଫର

October 18, 2025

Nuapada Bypoll: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀପତ୍ର ଦାଖଲ କଲେ ଘାସିରାମ

October 18, 2025
Latest News

ଜିଏସଟି ବଚତ୍‌ ଉତ୍ସବକୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କଲେ ୩ କେନ୍ଦ୍ର ମନ୍ତ୍ରୀ

October 18, 2025

ବିହାର ନିର୍ବାଚନ: ଏହି ଆସନରେ ଚିରାଗ ପାସୱାନଙ୍କ ଦଳୀୟ ପ୍ରାର୍ଥୀଙ୍କ ନାମାଙ୍କନ ରଦ୍ଦ

October 18, 2025

ଦୀପାବଳି ଉପଲକ୍ଷେ ବିଏସଏନଏଲ୍ ର ସ୍ଵତନ୍ତ୍ର ଅଫର

October 18, 2025

Nuapada Bypoll: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀପତ୍ର ଦାଖଲ କଲେ ଘାସିରାମ

October 18, 2025

Nuapada Byelection: ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ଜୟ ଢୋଲକିଆ

October 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.