Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦୀ ସରକାରଙ୍କ ପାଇଁ ସମସ୍ୟା ହେବ କି ହିଣ୍ଡନବର୍ଗର ତାଜା ରିପୋର୍ଟ?: ଜାଣନ୍ତୁ କ’ଣ କହିଲେ ସୁବ୍ରମଣ୍ୟମ ସ୍ଵାମୀ
ଆଜିର ଖବର

ମୋଦୀ ସରକାରଙ୍କ ପାଇଁ ସମସ୍ୟା ହେବ କି ହିଣ୍ଡନବର୍ଗର ତାଜା ରିପୋର୍ଟ?: ଜାଣନ୍ତୁ କ’ଣ କହିଲେ ସୁବ୍ରମଣ୍ୟମ ସ୍ଵାମୀ

August 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତୀୟ ବ୍ୟବସାୟୀ ଆଦାନୀ ଗ୍ରୁପ୍ ବିରୋଧରେ ଏକ ସମ୍ବେଦନଶୀଳ ରିପୋର୍ଟ ପ୍ରକାଶ କରିଥିବା ହିଣ୍ଡନବର୍ଗ ରିସର୍ଚ୍ଚ ବର୍ତ୍ତମାନ ବଜାର ନିୟାମକ SEBI ଅଧ୍ୟକ୍ଷ ମାଧବୀ ପୁରୀ ବୁଚଙ୍କ ଉପରେ ଅଭିଯୋଗ କରିଛି। ଯାହା ପରେ ସାରା ଦେଶରେ ରାଜନୈତିକ ଉତ୍ତେଜନା ତୀବ୍ର ହୋଇଛି। ଏହି ସମୟରେ ଅର୍ଥନୀତିଜ୍ଞ ତଥା ବିଜେପିର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ଵାମୀ କହିଛନ୍ତି ଯେ, ସେବି ଅଧ୍ୟକ୍ଷ ମାଧବୀ ପୁରୀ ବୁଚଙ୍କ ଉପରେ ହିଣ୍ଡନବର୍ଗର ରିପୋର୍ଟ ମୋଦୀ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ହେବ।

ବରିଷ୍ଠ ବିଜେପି ନେତା ସୁବ୍ରମଣ୍ୟମ ସ୍ଵାମୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ ସେୟାର କରିଛନ୍ତି। ଯେଉଁଥିରେ ସେ ଲେଖିଛନ୍ତି ଯେ, ସେବି ଅଧ୍ୟକ୍ଷ ମାଧବୀ ପୁରୀ ବୁଚଙ୍କ ଉପରେ ହିଣ୍ଡନବର୍ଗ ଅନୁସନ୍ଧାନ ରିପୋର୍ଟର ଏହି ପ୍ରକାଶ ନରେନ୍ଦ୍ର ମୋଦୀ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ହେବ। ଯାହା ପରେ ସୋସିଆଲ ମିଡିଆରେ ଟ୍ରୋଲରମାନେ ସକ୍ରିୟ ହୋଇଛନ୍ତି।

BJP Hindenburg Modi Government SEBI Subramanian Swamy
Share. Facebook Twitter LinkedIn Email WhatsApp Copy Link

Related Posts

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026
Latest News

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.