Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶର କୃଷକମାନଙ୍କୁ ସଶକ୍ତ କରିବାକୁ ସରକାର ପ୍ରତିବଦ୍ଧ: ପ୍ରଧାନମନ୍ତ୍ରୀ
ଆଜିର ଖବର

ଦେଶର କୃଷକମାନଙ୍କୁ ସଶକ୍ତ କରିବାକୁ ସରକାର ପ୍ରତିବଦ୍ଧ: ପ୍ରଧାନମନ୍ତ୍ରୀ

August 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସରକାର ଦେଶର କୃଷକମାନଙ୍କୁ ସଶକ୍ତ କରିବା ପାଇଁ ପ୍ରତିବଦ୍ଧ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ୧୦୯ କିସମର ନୂଆ ଫସଲ ଜାରି କରି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ପରିବେଶ ଅନୁକୂଳ ଏବଂ ଉଚ୍ଚ ଅମଳକ୍ଷମ କିସମର ଫସଲ ଚାଷୀମାନଙ୍କର ଆୟ ବୃଦ୍ଧି କରିବ।

ପ୍ରାକୃତିକ ଚାଷ ପ୍ରତି କୃଷକମାନଙ୍କର ଆଗ୍ରହ ବୃଦ୍ଧି ପାଉଥିବାରୁ ଶ୍ରୀ ମୋଦୀ ଖୁସି ପ୍ରକାଶ କରିଛନ୍ତି। ଏହି ଅବସରରେ ଚାଷୀମାନଙ୍କର ଅନୁଭୂତି ଶୁଣିବା ସହ ପ୍ରାକୃତିକ ଚାଷର ଉପକାର ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ଆମେ କୃଷକ ଭାଇ ଓ ଭଉଣୀମାନଙ୍କୁ ସଶକ୍ତ କରିବାକୁ ପ୍ରତିଶ୍ରୁତିବଦ୍ଧ। ଏ ଦିଗରେ ଆଜି ଆମେ ଦିଲ୍ଲୀରେ ୧୦୯ଟି ନୂତନ କିସମର ଫସଲ ଜାରି କରିବାର ସୁଯୋଗ ପାଇଲୁ। ଏହି ଜଳବାୟୁ ଅନୁକୂଳ ଏବଂ ଅଧିକ ଅମଳକ୍ଷମ କିସମରୁ ଉତ୍ପାଦନରେ ବୃଦ୍ଧି ସହିତ ଆମର କୃଷକମାନଙ୍କର ଆୟ ମଧ୍ୟ ବୃଦ୍ଧି ପାଇବ।”

“ମୁଁ ସନ୍ତୁଷ୍ଟ ଯେ ଆମର କୃଷକ ଭାଇ ଓ ଭଉଣୀମାନେ ମଧ୍ୟ ଶୀଘ୍ର ପ୍ରାକୃତି ଚାଷ ଆଡକୁ ଅଗ୍ରସର ହେଉଛନ୍ତି। ଆଜି ମୁଁ ତାଙ୍କ ଅନୁଭୂତି ବିଷୟରେ ଅତି ନିକଟରୁ ଜାଣିବାର ସୁଯୋଗ ପାଇଲି। ଏହି ସମୟ ମଧ୍ୟରେ ଆମେ ପ୍ରାକୃତିକ ଚାଷର ଉପକାର ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲୁ।”

ନରେନ୍ଦ୍ର ମୋଦୀ ପରିବେଶ ଅନୁକୂଳ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍–ବଲାଙ୍ଗୀର ରେଳପଥର ଟନେଲ୍–୭ରେ ଆଧୁନିକ ସୁରକ୍ଷା ପ୍ରଣାଳୀ ସ୍ଥାପନ

February 15, 2026

ତାରିକ ରହମାନଙ୍କ ଶପଥ ଗ୍ରହଣ ଉତ୍ସବ: ପ୍ରଧାନମନ୍ତ୍ରୀ ମୋଦୀ ନୁହେଁ, ଭାରତକୁ ପ୍ରତିନିଧିତ୍ୱ କରିବେ ଏହି ନେତା

February 15, 2026

ନୋଏଡା ସେକ୍ଟର ୧୪୨-ବଟାନିକାଲ୍ ଗାର୍ଡେନ୍ ମଧ୍ୟରେ ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 15, 2026

ମହାଶିବରାତ୍ରିର ଉପଲକ୍ଷେ ବାଲିରେ ସୁଦର୍ଶନ ନିର୍ମାଣ କଲେ ୧୭,୦୦୦ ରୁଦ୍ରାକ୍ଷ ଏବଂ ୫୦୦ କ୍ଷୁଦ୍ର ଶିବ ଲିଙ୍ଗ

February 15, 2026
Latest News

ଖୋର୍ଦ୍ଧା ରୋଡ୍–ବଲାଙ୍ଗୀର ରେଳପଥର ଟନେଲ୍–୭ରେ ଆଧୁନିକ ସୁରକ୍ଷା ପ୍ରଣାଳୀ ସ୍ଥାପନ

February 15, 2026

ତାରିକ ରହମାନଙ୍କ ଶପଥ ଗ୍ରହଣ ଉତ୍ସବ: ପ୍ରଧାନମନ୍ତ୍ରୀ ମୋଦୀ ନୁହେଁ, ଭାରତକୁ ପ୍ରତିନିଧିତ୍ୱ କରିବେ ଏହି ନେତା

February 15, 2026

ନୋଏଡା ସେକ୍ଟର ୧୪୨-ବଟାନିକାଲ୍ ଗାର୍ଡେନ୍ ମଧ୍ୟରେ ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 15, 2026

ମହାଶିବରାତ୍ରୀରେ ବିଜେଡି ଘୋଷଣା କଲା ମହିଳା ବାହିନୀ କର୍ମକର୍ତ୍ତା, ଜାଣନ୍ତୁ କେଉଁ ଜିଲ୍ଲାରୁ କିଏ

February 15, 2026

ମହାଶିବରାତ୍ରିର ଉପଲକ୍ଷେ ବାଲିରେ ସୁଦର୍ଶନ ନିର୍ମାଣ କଲେ ୧୭,୦୦୦ ରୁଦ୍ରାକ୍ଷ ଏବଂ ୫୦୦ କ୍ଷୁଦ୍ର ଶିବ ଲିଙ୍ଗ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.