Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକସେବା ଭବନଠାରେ ‘ହର୍ ଘର୍ ତିରଙ୍ଗା ଅଭିଯାନ’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଲୋକସେବା ଭବନଠାରେ ‘ହର୍ ଘର୍ ତିରଙ୍ଗା ଅଭିଯାନ’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

August 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲୋକସେବା ଭବନଠାରେ ‘ହର୍ ଘର୍ ତିରଙ୍ଗା ଅଭିଯାନ’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ‘ହର୍ ଘର୍ ତିରଙ୍ଗା ଅଭିଯାନ’ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦ୍ୱାରା ଆହ୍ୱାନ କରାଯାଇଥିବା ଏହି ଅଭିଯାନରେ ଦେଶର କୋଣ ଅନୁକୋଣରୁ ପ୍ରତ୍ୟେକ ଭାରତୀୟ ସାମିଲ ହୋଇଛନ୍ତି।

ଏହି କ୍ରମରେ, ଆଜି ଲୋକସେବା ଭବନଠାରେ ‘ହର୍ ଘର୍ ତିରଙ୍ଗା ଅଭିଯାନ’ର କାନ୍‌ଭାସ୍‌ରେ ‘ଜୟ ହିନ୍ଦ୍’ ନାରା ସହ ମୁଖ୍ୟମନ୍ତ୍ରୀ ଦସ୍ତଖତ କରିଥିଲେ। ଏହା ସହିତ ଜାତୀୟ ପତାକାକୁ ଲହରାଇ ସମ୍ମାନ ପ୍ରଦର୍ଶନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ଜାତୀୟ ପତାକା ଆମ ପାଇଁ ବହୁ ସମ୍ମାନ ଓ ଗୌରବର ବିଷୟ। ପ୍ରତ୍ୟେକ ଦେଶବାସୀଙ୍କୁ ଜାତୀୟ ପତାକାର ମହତ୍ୱ ବିଷୟରେ ସଚେତନ କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ। ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ, ଏହି ଅଭିଯାନରେ ପ୍ରତ୍ୟେକ ଓଡିଶାବାସୀ ଆଗଭର ହୋଇ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ।

ଏହା ସହିତ, କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଯୋଗ ଦେଇଥିଲେ।

ମୋହନ ଚରଣ ମାଝୀ ଲୋକସେବା ଭବନ ହର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.