Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୁରୀ ଭଦ୍ରକ ଓ ନବରଙ୍ଗପୁରର ପଂଚାୟତ ଓ ବ୍ଲକ ପ୍ରତିନିଧି
ଆଜିର ଖବର

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୁରୀ ଭଦ୍ରକ ଓ ନବରଙ୍ଗପୁରର ପଂଚାୟତ ଓ ବ୍ଲକ ପ୍ରତିନିଧି

August 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୁରୀ ଭଦ୍ରକ ଓ ନବରଙ୍ଗପୁରର ପଂଚାୟତ ଓ ବ୍ଲକ ପ୍ରତିନିଧି

ଭୁବନେଶ୍ବର: ଆଜି ନବୀନ ନିବାସ ରେ ପୁରୀ ଓ ନବରଙ୍ଗପୁର ର ବ୍ଲକ ଓ ପଂଚାୟତ ପ୍ରତିନିଧି ତଥା ଭଦ୍ରକ ର ପୌର ପରିଷଦ ର ସଭ୍ୟ ମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କ ରେ ବିଜୁ ଜନତା ଦଳ ର ସଭାପତି ଶ୍ରୀ ନବୀନ ପଟନାୟକ ଙ୍କ ସହ ଆଲୋଚନା କରିଥିଲେ।

ବିଜୁ ଜନତା ଦଳ କୁ ତୃଣମୂଳ ସ୍ତରରେ ମଜବୁତ କରିବା ପାଇଁ ସେମାନେ କାମ ଜାରି ରଖିବେ ବୋଲି ସଭାପତି ଙ୍କୁ ଜଣାଇଥିଲେ। ଲୋକଙ୍କ ସାଥିରେ ରହି ଦଳ ର କାର୍ଯ୍ୟକ୍ରମ କୁ ଆଗେଇ ନେବା ପାଇଁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ଏହି ପ୍ରତିନିଧି ଦଳରେ ପୁରୀ ବିଧାୟକ ଶ୍ରୀ ସୁନୀଲ ମହାନ୍ତି କାକଟପୁର ବିଧାୟକ ଶ୍ରୀ ତୁଷାରକାନ୍ତି ବେହେରା, ନବରଙ୍ଗପୁର ବିଧାୟକ ଶ୍ରୀ ମନୋହର ରନ୍ଧାରୀ, ପୂବର୍ତନ ମନ୍ତ୍ରୀ ଶ୍ରୀ ପ୍ରଫୁଲ ସାମଲ, ଶ୍ରୀ ସଞ୍ଜୟ ଦାସବର୍ମା, ଶ୍ରୀ ରମେଶ ମାଝୀ, ପୂର୍ବତନ ସାଂସଦ ଶ୍ରୀ ଝିନ ହିକକା,  ଶ୍ରୀମତୀ ମଞ୍ଜୁଲତା ମଣ୍ଡଳ, ପୂବର୍ତନ ବିଧାୟକ ଶ୍ରୀ ଉମା ସାମନ୍ତରାୟ ଶ୍ରୀ ରୁଦ୍ର ମହାରଥୀ ଶ୍ରୀ ମୁକ୍ତିକାନ୍ତ ମଣ୍ଡଳ ଭଦ୍ରକ ରେ ପୂର୍ବତନ ଜିଲ୍ଲା ପରିଷଦ ଅଧକ୍ଷ ଶ୍ରୀ ଜଗନ୍ନାଥ ସ୍ୱାଇଁ ନିମାପଡା ର ବିଧାୟକ ପ୍ରାର୍ଥୀ ଶ୍ରୀ ଦିଲୀପ ନାୟକ ପ୍ରମୁଖ ବିଭିନ୍ନ ବ୍ଲକ ଅଧକ୍ଷ ଉପାଧ୍ୟାକ୍ଷ ଓ ଜିଲ୍ଲା ପରିଷଦ ସଭ୍ୟ ମାନେ ସଭାପତି ଙ୍କୁ ଭେଟି ଆଲୋଚନା କରିଥିଲେ।

ନବୀନ ପଟ୍ଟନାୟକ ପୁରୀ ବିଜେଡି ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026

‘ଆମକୁ ଟଏଲେଟ୍ ପେପର୍ ପରି ବ୍ୟବହାର କଲା ଆମେରିକା’: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ

February 11, 2026

ଆଇଆଇଟି ଭୁବନେଶ୍ୱରରେ କେନ୍ଦ୍ରୀୟ ତଦାରଖ ବ୍ୟବସ୍ଥା ସହିତ ସ୍ୱଦେଶୀ ଡିଜିଟାଲ୍ ସବଷ୍ଟେସନ ସ୍ଥାପନ

February 11, 2026

କୋଟ୍ଟାୟମ ରବର ବୋର୍ଡ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

February 11, 2026
Latest News

୨୦୨୬ ଟି-୨୦ ବିଶ୍ୱକପ: IND vs PAK ମ୍ୟାଚ୍ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନୀ ଖେଳାଳି

February 11, 2026

ଜାତୀୟ ସଙ୍ଗୀତ ପୂର୍ବରୁ ବାଜିବ “ବନ୍ଦେ ମାତରମ୍”: ଗୃହ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶ

February 11, 2026

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026

‘ଆମକୁ ଟଏଲେଟ୍ ପେପର୍ ପରି ବ୍ୟବହାର କଲା ଆମେରିକା’: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ

February 11, 2026

ଆଇଆଇଟି ଭୁବନେଶ୍ୱରରେ କେନ୍ଦ୍ରୀୟ ତଦାରଖ ବ୍ୟବସ୍ଥା ସହିତ ସ୍ୱଦେଶୀ ଡିଜିଟାଲ୍ ସବଷ୍ଟେସନ ସ୍ଥାପନ

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.