Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝୁଲନ୍ତା ଶବ ଉଦ୍ଧାର
ଆଜିର ଖବର

ଝୁଲନ୍ତା ଶବ ଉଦ୍ଧାର

August 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଝୁଲନ୍ତା ଶବ ଉଦ୍ଧାର

ବ୍ରହ୍ମପୁର( କୈଳାଶ ଚନ୍ଦ୍ର ଚୈଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ଲାଠି ମୁଖ୍ୟ ରାସ୍ତା କୋରେଇସୁଣୀ ମନ୍ଦିର ବନ୍ଧ ହୁଡ଼ାରୁ ଝୁଲୁଥିବା ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିଙ୍କ ନାମ କ୍ଷେତ୍ରବାସୀ ସାହୁ ଓ ତା ଘର ଆସ୍କା ରୋଡ଼ ଧୋବା ବନ୍ଧ ହୁଡ଼ା ବୋଲି ଜଣାପଡିଛି।

ଆତ୍ମହତ୍ୟା ର କାରଣ ଜଣାପଡି ନାହିଁ। ଖବର ପାଇ ପରିବାର ଲୋକେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଚିହ୍ନଟ କରିଥିଲେ।ଶବ ଉଦ୍ଧାର କରି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

ଆତ୍ମହତ୍ୟା ଝୁଲନ୍ତା ଶବ ଉଦ୍ଧାର ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଆଉ ୨,୯୧,୬୬୬ ନୂଆ ଘର

October 15, 2026

କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ କଲା ସୋଆ

October 15, 2026
Latest News

SIR ବିବାଦ ମଧ୍ୟରେ ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି: ୧୭ ଟି ରାଜ୍ୟ ପାଇଁ ନେଲେ ଏହି ପଦକ୍ଷେପ

October 15, 2026

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଆଉ ୨,୯୧,୬୬୬ ନୂଆ ଘର

October 15, 2026

କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ କଲା ସୋଆ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.