Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ପାଇଁ ପ୍ରକ୍ରିୟା ଆରମ୍ଭ: ୧୫ ରେ ଜାରି ହେବ ଏସଓପି
ଆଜିର ଖବର

ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ପାଇଁ ପ୍ରକ୍ରିୟା ଆରମ୍ଭ: ୧୫ ରେ ଜାରି ହେବ ଏସଓପି

August 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ସୁଭଦ୍ରା ଯୋଜନା ପାଇଁ ଅଗଷ୍ଟ ୧୫ ତାରିଖରେ ଏସଓପି ଜାରି ହେବ। ଏନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।

ଉପ-ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସୁଭଦ୍ରା ଯୋଜନା ପାଇଁ ଏସଓପି ପ୍ରସ୍ତୁତ ହୋଇଅଛି। ବର୍ତ୍ତମାନ ସାଧାରଣ ଜନତା, ବୁଦ୍ଧିଜୀବୀମାନଙ୍କ ଠାରୁ ମତାମତ ନିଆଯାଉଛି। ରାଜ୍ୟରେ ମହିଳାମାନଙ୍କୁ ଶସକ୍ତ ଓ ସ୍ବାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ଏହି ଯୋଜନା ଉପରେ ପୁଙ୍ଖାନୁପୁଙ୍ଖ ବିଚାର କରୁଛନ୍ତି। ଆସନ୍ତା ୧୫ ତାରିଖରେ ଏହା ଉପରେ ଏସଓପି ଜାରି କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ସେପ୍ଟେମ୍ବର ୧୭ ତାରିଖରେ ଏହି ଯୋଜନାକୁ କାର୍ଯ୍ୟକାରୀ କରାଯିବ।

narendra modi sop subhadra yojana
Share. Facebook Twitter LinkedIn Email WhatsApp Copy Link

Related Posts

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026
Latest News

“କେରଳରେ ହେବ ତ୍ରିକୋଣୀୟ ପ୍ରତିଯୋଗିତା”: ବିଜେପି ବିଷୟରେ ଭବିଷ୍ୟବାଣୀ କଲେ ସିପିଆଇ ନେତା

March 23, 2026

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ବେଆଇନ ଏଲପିଜି ମହଜୁଦ ଏବଂ କଳାବଜାର ରୋକିବା ପାଇଁ ଚଢାଉ ଜାରି

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.