Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ଅଧ୍ୟାପକମାନେ 5 ଘଣ୍ଟା ନୁହେଁ 7 ଘଣ୍ଟା କଲେଜରେ ଡ୍ୟୁଟି କରିବେ, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଆଜିର ଖବର

ଏଣିକି ଅଧ୍ୟାପକମାନେ 5 ଘଣ୍ଟା ନୁହେଁ 7 ଘଣ୍ଟା କଲେଜରେ ଡ୍ୟୁଟି କରିବେ, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ

June 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଧ୍ୟାପକମାନେ କଲେଜରେ ମାତ୍ର 5 ଘଣ୍ଟାରୁ କମ ସମୟ ରହୁଛନ୍ତି। ହେଲେ ନିୟମ ଅନୁସାରେ 7 ଘଣ୍ଟା କାମ କରିବା କଥା। ଏହିକାୁ କଡାକଡି କରିବା ପାଇଁ ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ନିର୍ଦ୍ଦେଶ ଦେଇଛନ୍ତି। ସେଥିପାଇଁ କଲେଜରେ ବାୟୋମେଟ୍ରିକ୍‌ ମେସିନ୍‌ ଲଗାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଅଧ୍ୟାପକମାନେ ପାଠପଢା ଅଧାରୁ ଛାଡି ଯିବେ ନାହିଁ ବୋଲି ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ବରର ପାନ୍ଥନିବାସଠାରେ ଆୟୋଜିତ ଏହି ଅଧ୍ୟକ୍ଷ ସମ୍ମିଳନୀରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।ଏଥିସହିତ ଉଚ୍ଚଶିକ୍ଷାର ମାନବୃଦ୍ଧି ପାଇଁ ମଧ୍ୟ ଏହି ବୈଠକରେ ଆଲୋଚନା ହୋଇଛି। ବିଭିନ୍ନ କଲେଜରେ ଖାଲିପଡିଥିବା ଅଧ୍ୟାପକ ଏବଂ ଅଣଶିକ୍ଷା କର୍ମଚାରୀଙ୍କ ପଦବୀ ପୁରଣ ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି। ଯୁକ୍ତ ୩ରେ ଏକକ ସିଲାବସ୍ ପ୍ରଚଳନ ଉପରେ ମଧ୍ୟ ଆଲୋଚନା ହୋଇଛି । ଏହି ବୈଠକରେ ୫୨ଟି ସରକାରୀ କଲେଜର ଅଧ୍ୟକ୍ଷଙ୍କ ସହ ଆଲୋଚନା କରିଛନ୍ତି ମନ୍ତ୍ରୀ।

Share. Facebook Twitter LinkedIn Email WhatsApp Copy Link

Related Posts

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026
Latest News

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.