Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫକ୍ସକନ୍‌ର ଅଧ୍ୟକ୍ଷ ୟଙ୍ଗ୍ ଲିୟୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜିର ଖବର

ଫକ୍ସକନ୍‌ର ଅଧ୍ୟକ୍ଷ ୟଙ୍ଗ୍ ଲିୟୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

August 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହନ୍ ହାଇ ଟେକ୍ନୋଲୋଜି ଗ୍ରୁପ୍ (ଫକ୍ସକନ୍‌)ର ଅଧ୍ୟକ୍ଷ ୟଙ୍ଗ ଲିୟୁଙ୍କୁ ଭେଟିଛନ୍ତି। ବିଭିନ୍ନ ଭବିଷ୍ୟ କ୍ଷେତ୍ରରେ ଭାରତ ପ୍ରଦାନ କରୁଥିବା ଚମତ୍କାର ସୁଯୋଗକୁ ଆଲୋକିତ କରିବା ସହ ଶ୍ରୀ ମୋଦୀ ଭାରତରେ ଫକ୍ସକନ୍‌ର ବିନିଯୋଗ ଯୋଜନା ଉପେରେ ମଧ୍ୟ ଆଲୋଚନା କରିଥିଲେ।

ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି କହିଛନ୍ତି;

“ହନ୍ ହାଇ ଟେକ୍ନୋଲୋଜି ଗ୍ରୁପ୍ (ଫକ୍ସକନ୍‌)ର ଅଧ୍ୟକ୍ଷ ୟଙ୍ଗ୍ ଲିୟୁଙ୍କୁ ଭେଟି ଖୁବ୍ ଆନନ୍ଦିତ। ଭବିଷ୍ୟତରେ ବିଭିନ୍ନ କ୍ଷେତ୍ରରେ ଭାରତର ପ୍ରଦାନ କରିବାକୁ ଥିବା ଚମତ୍କାର ସୁଯୋଗା ଉପରେ ମୁଁ ଆଲୋକପାତ କଲି। କର୍ଣ୍ଣାଟକ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଭଳି ରାଜ୍ୟରେ ସେମାନଙ୍କର ନିବେଶ ଯୋଜନା ଉପରେ ମଧ୍ୟ ଆମର ଭଲ ଆଲୋଚନା ହୋଇଥିଲା।”

Andhra Pradesh Foxconn Hon Hai Technology Group karnataka narendra modi Tamil Nadu Young Liu ନରେନ୍ଦ୍ର ମୋଦୀ ଫକ୍ସକନ୍‌ର ଅଧ୍ୟକ୍ଷ ୟଙ୍ଗ୍ ଲିୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.