Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ଵାଧୀନତା ଦିବସରେ ଉପ-ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଏହି ଦିନ ଛୁଟି ପାଇବେ କର୍ମଜୀବି ମହିଳା
ଆଜିର ଖବର

ସ୍ଵାଧୀନତା ଦିବସରେ ଉପ-ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଏହି ଦିନ ଛୁଟି ପାଇବେ କର୍ମଜୀବି ମହିଳା

August 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ସ୍ଵାଧୀନତା ଦିବସରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ ଘୋଷଣା କରିଛନ୍ତି। କର୍ମଜୀବି ମହିଳାମାନଙ୍କ ପାଇଁ ଉପ-ମୁଖ୍ୟମନ୍ତ୍ରୀ ଛୁଟି ଘୋଷଣା କରିଛନ୍ତି। ଋତୁସ୍ରାବ ପାଇଁ କର୍ମଜୀବି ମହିଳାମାନଙ୍କୁ ଉପ-ମୁଖ୍ୟମନ୍ତ୍ରୀ ଦିନେ ଛୁଟି ଘୋଷଣା କରିଛନ୍ତି।

କଟକଠାରେ ସ୍ବାଧୀନତା ଦିବସ ପାଳନ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ବଡ଼ ଘୋଷଣା କରିଛନ୍ତି। ଏଣିକି ଋତୁସ୍ରାବ ପାଇଁ ଉଭୟ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ମହିଳାମାନଙ୍କୁ ଗୋଟିଏ ଦିନ ଛୁଟି ମିଳିବ। ରାଜ୍ୟ ସରକାର ଖୁବଶୀଘ୍ର ଋତୁସ୍ରାବ ସ୍ୱାସ୍ଥ୍ୟ ନୀତି ଆଣିବାକୁ ଯାଉଛନ୍ତି।

ଉପ-ମୁଖ୍ୟମନ୍ତ୍ରୀ ଋତୁସ୍ରାବ ପ୍ରଭାତୀ ପରିଡା ସ୍ଵାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026
Latest News

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.