Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନ୍‌ ୩୦ରୁ  ମୋଦିଙ୍କ ‘ମନ କୀ ବାତ୍‌’
ଆଜିର ଖବର

ଜୁନ୍‌ ୩୦ରୁ  ମୋଦିଙ୍କ ‘ମନ କୀ ବାତ୍‌’

June 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
from june 30 modis mann ki baat
from june 30 modis mann ki baat

ଆସନ୍ତା କାଲି ଅର୍ଥାତ୍‌ ଜୁନ୍‌ ୩୦ରୁ ପୁଣି ଥରେ ଶୁଣିବାକୁ ମିଳିବ ମୋଦିଙ୍କ ‘ମନ କି ବାତ୍‌’ । ନରେନ୍ଦ୍ର ମୋଦି ପ୍ରଥମଥର ଶାସନ କ୍ଷମତାକୁ ଆସିବା ପରେ ୨୦୧୪ ଅକ୍ଟୋବର ୩ରୁ  ଏହି ଅଭିନବ ଉଦ୍ୟମ ଆରମ୍ଭ କରିଥିଲେ । ତେବେ ମୋଦିଙ୍କ ପ୍ରଥମ ଇନିଂସ୍‌ରେ ଶେଷ ‘ମନ କି ବାତ୍‌’ର କାର୍ଯ୍ୟକ୍ରମ ଫେବୃଆରୀ ୨୪ରେ  ପ୍ରସାରିତ ହୋଇଥିଲା । ତା’ପରେ ଦେଶରେ ନିର୍ବାଚନ ପାଇଁ କୋଡ୍‌ ଅଫ୍‌ କଣ୍ଡକ୍ଟ ଲାଗୁ ହୋଇଯାଇଥିଲା । ତେବେ ପୁଣି ଥିରେ ଦ୍ବିତୀୟବାର ବହୁମତ ନେଇ ଶାସନ କ୍ଷମତାକୁ ପ୍ରତ୍ୟାବର୍ତ୍ତନ କରିଥିବା ମୋଦିଜୀ ପୁଣି ଥରେ ‘ମନ କି ବାତ୍‌’ ଆରମ୍ଭ କରିବାକୁ ଯାଉଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.