Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଜମ୍ମୁ କାଶ୍ମୀରରେ ହେବ ନିର୍ବାଚନ: ଆଜି ଘୋଷଣା ସମ୍ଭବ
ଆଜିର ଖବର

ଧାରା ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଜମ୍ମୁ କାଶ୍ମୀରରେ ହେବ ନିର୍ବାଚନ: ଆଜି ଘୋଷଣା ସମ୍ଭବ

August 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରେ ଧାରା ୩୭୦ ହଟାଯିବା ପରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ୨୦୧୪ ରେ ବିଧାନସଭା ନିର୍ବାଚନ ଶେଷ ଥର ପାଇଁ ଅନୁଷ୍ଠିତ ହୋଇଥିଲା। ତେବେ ଜମ୍ମୁ କାଶ୍ମୀର ଏପର୍ଯ୍ୟନ୍ତ ପୂର୍ବ ରାଜ୍ୟ ମାନ୍ୟତା ପାଇ ନାହିଁ। ସେତେବେଳେ ରାଜ୍ୟରେ ୮୭ ଟି ବିଧାନସଭା ଆସନ ଥିଲା। ସେଥିମଧ୍ୟରୁ ଜମ୍ମୁରେ ୩୭ ଟି, କାଶ୍ମୀର ଉପତ୍ୟକାରେ ୪୬ ଟି ଏବଂ ଲଦାଖରେ ୬ ଟି ସିଟ୍ ଥିଲା। କିନ୍ତୁ ଏବେ ଜମ୍ମୁ କାଶ୍ମୀର ବିଧାନସଭାରେ ଆସନ ସଂଖ୍ୟା ବର୍ତ୍ତମାନ ୯୦ କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୩ ଟି ଜମ୍ମୁରେ ଏବଂ ୪୭ ଟି ସିଟ୍ କାଶ୍ମୀରରେ ଅଛି।

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଅନୁଷ୍ଠିତ ହେବ ନିର୍ବାଚନ:

ଦୀର୍ଘ ଦିନ ଧରି ଜମ୍ମୁ କାଶ୍ମୀରରେ ବିଧାନସଭା ନିର୍ବାଚନ ହେବାର ଦାବି ରହିଛି। ଏ ସମ୍ପର୍କରେ ସୁପ୍ରିମକୋର୍ଟରେ ଏକ ପିଟିସନ ମଧ୍ୟ ଦାଖଲ କରାଯାଇଛି। ନିକଟରେ ସୁପ୍ରିମକୋର୍ଟ ଭାରତ ସରକାର ଏବଂ ନିର୍ବାଚନ ଆୟୋଗଙ୍କୁ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ରାଜ୍ୟରେ ନିର୍ବାଚନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିକଟରେ ନିର୍ବାଚନ ଆୟୋଗ ଜମ୍ମୁ କାଶ୍ମୀର ଗସ୍ତରେ ଆସିଥିଲେ। ରାଜ୍ୟରେ ବିଧାନସଭା ନିର୍ବାଚନ ୫-୭ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇପାରେ ବୋଲି ବିଶ୍ୱାସ ରହିଛି।

Assembly Election 2024 eci election commision haryana jammu kashmir
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.