Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ଡ଼ାକ୍ତରୀ ଛାତ୍ରୀଙ୍କ ହତ୍ୟା ପ୍ରତିବାଦ ରେ ନୀରବ ଶୋଭାଯାତ୍ରା
ଆଜିର ଖବର

ମହିଳା ଡ଼ାକ୍ତରୀ ଛାତ୍ରୀଙ୍କ ହତ୍ୟା ପ୍ରତିବାଦ ରେ ନୀରବ ଶୋଭାଯାତ୍ରା

August 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହିଳା ଡ଼ାକ୍ତରୀ ଛାତ୍ରୀଙ୍କ ହତ୍ୟା ପ୍ରତିବାଦ ରେ ନୀରବ ଶୋଭାଯାତ୍ରା

ଭୁବନେଶ୍ବର: ପଶ୍ଚିମବଙ୍ଗ କଲିକତା ସ୍ଥିତ ଆରଜି କର ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଗତ୯ତାରିଖ ରାତ୍ରି ରେ କର୍ତ୍ତବ୍ୟ ରତ ସ୍ନାତକୋତ୍ତର ଡ଼ାକ୍ତରୀ ଛାତ୍ରୀ ଡା ମୌମିତା ଦେବନାଥ ଙ୍କୁ ବଳାତ୍କାର ଓ ହତ୍ୟା ପ୍ରତିବାଦରେ ନିରବ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ସ୍ଥିତ ଡ଼ା ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ର ଅଧ୍ୟକ୍ଷ ପ୍ରଫେସର ଡ଼ା ଜ୍ଞାନରଞ୍ଜନ ମହାନ୍ତି ଙ୍କ ସହ ଅଧ୍ୟାପକ ଡା ପ୍ରିୟଙ୍କା ପତି,ଅଧ୍ୟାପକ ଡା ସୁଧୀର ଦାସ, ପିଜିଟି ଡା ପ୍ରିୟଙ୍କା ପ୍ରିୟଦର୍ଶିନୀ ,ଡା ଆଶିଷ କୁମାର ମହାନ୍ତି,ସମସ୍ତ କର୍ମଚାରୀ, ଛାତ୍ର ସଂସଦ ସଭାପତି ସମୃଧା ଦାସ, ରାଜ୍ୟ ଆୟୁଷ ଛାତ୍ର ସଂସଦ ସଭାପତି ଡ଼ା ଶୁଭେନ୍ଦୁ କୁମାର ସାହୁ, ଉପସଭାପତି ଡ଼ା ନଚିକେତା ଗୁପ୍ତା,ଡା ଚିନ୍ମୟୀ ସାହୁ, ଡା ମୌସୁମୀ ପ୍ରିୟଦର୍ଶିନୀ, ଡା ସୌମ୍ୟ ଦର୍ଶନ ସାହୁ ଏବଂ ସମସ୍ତ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ନିରବ ଶୋଭାଯାତ୍ରାରେ ଅନୁଷ୍ଠିତ ହୋଇଥିଲା।

ଏଥିରେ ଅନୁଷ୍ଠାନ ର ସମସ୍ତ ଛାତ୍ର ଛାତ୍ରୀ ମହମବତୀ ଧରି ନିରବ ଶୋଭାଯାତ୍ରାରେ ଉପସ୍ଥିତ ଥିଲେ। ଏହା ସହ ଭାରତୀୟ ଜନତା ପାର୍ଟି ପ୍ରଦେଶ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା ଏବଂ ଅନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଏହି ନିର୍ମମ ଘଟଣା କୁ ତୀବ୍ର ନିନ୍ଦା କରିଥିଲେ ଏବଂ ଦୋଷୀକୁ କଠୋର ରୁ କଠୋର ଦଣ୍ଡ ଦିଆଯିବ ପାଇଁ ସମସ୍ତେ ଦାବି କରିଥିଲେ।

ଗଣଦୁଷ୍କର୍ମ ଦୁଷ୍କର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Latest News

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.