Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁର ପ୍ରେସ୍ କ୍ଳବ୍ ନିର୍ବାଚନ ସମାପ୍ତ: ଘୋଷଣା ହେଲା ଫଳାଫଳ
ଆଜିର ଖବର

ବ୍ରହ୍ମପୁର ପ୍ରେସ୍ କ୍ଳବ୍ ନିର୍ବାଚନ ସମାପ୍ତ: ଘୋଷଣା ହେଲା ଫଳାଫଳ

August 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବହୁ ପ୍ରତିକ୍ଷିତ ବ୍ରହ୍ମପୁର ପ୍ରେସ୍ କ୍ଳବ୍ ନିର୍ବାଚନ ସମାପ୍ତ ହୋଇଛି ଓ ସଦ୍ୟ ସମାପ୍ତ ନିର୍ବାଚନରେ ସଭାପତି ଭାବେ ଅଶୋକ କୁମାର ବ୍ରହ୍ମା, ଉପସଭାପତି ଭାବେ ଅଭୟ କୁମାର ପାଢୀ, ସମ୍ପାଦକ ଭାବେ ପ୍ରହଲ୍ଲାଦ ସାହୁ, ଯୁଗ୍ମ ସମ୍ପାଦକ ଗୋପାଳ କୃଷ୍ଣ ରେଡି ଓ ନାରାୟଣ ପଣ୍ଡା କୋଷାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି।

ବ୍ରହ୍ମପୁର ତହସିଲଦାର କ୍ଷୀରୋଦ ବିହାରୀ ନାଗ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ତୁଲାଇଥିଲେ ଓ ଡଃ ରାଜେନ୍ଦ୍ର ରାଜୁ, ମିହିର ତ୍ରିପାଠୀ, ଅଚ୍ୟୁତାନନ୍ଦ ପାଢୀ, ଅରୁଣ କୁମାର ମିଶ୍ର ଓ ଉଦୟ ହୋତା ପ୍ରମୁଖ ନିର୍ବାଚନ ଅଧିକାରୀ କାର୍ଯ୍ୟକ୍ରମ ସମ୍ପାଦନ କରିଥିଲେ।

ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Latest News

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.