Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବନିର୍ବାଚିତ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ଏବଂ ସସ୍ମିତ ପାତ୍ର
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବନିର୍ବାଚିତ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ଏବଂ ସସ୍ମିତ ପାତ୍ର

June 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen with new elected Rajyasabha MPs of Odisha
Naveen with new elected Rajyasabha MPs of Odisha

ସମୀକ୍ଷା ବ୍ୟୁରୋ

ଆଜି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ବିଜେଡିର ନବ ନିର୍ବାଚିତ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ଏବଂ ସସ୍ମିତ ପାତ୍ର। ଉଭୟ ନିର୍ବାଚିତ ହୋଇଥିବାର ପ୍ରମାଣପତ୍ରକୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଦେଖାଇଥିଲେ। ଖାଲିପଡିଥିବା ତିନୋଟି ଆସନ ମଧ୍ୟରୁ ବିଜେଡି ତରଫରୁ ରାଜ୍ୟସଭା ପାଇଁ ଦୁଇଜଣଙ୍କୁ ପ୍ରାର୍ଥୀ ଦିଆଯାଇଥିଲା। ଆଉ ଏକ ଆସନରେ ବିଜେପି ଦେଇଥିବା ପ୍ରାର୍ଥୀ ଅଶ୍ବନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରିଥିଲା। ଏହି ତିନୋଟି ଆସନରେ ବିଜେଡିରୁ ଦୁଇ ଏବଂ ବିଜେପିର ଜଣେ ପ୍ରାର୍ଥୀ ରାଜ୍ୟସଭାକୁ ଯିବା ପାଇଁ ନିର୍ବାଚିତ ହୋଇଛନ୍ତି। ଅମର ପଟ୍ଟନାୟକ ବିଜେଡି ଆଇଟି ସେଲର ମୁଖ୍ୟ ଥିବା ବେଳେ ସସ୍ମିତ ଦଳର ମୁଖପାତ୍ର ଭାବେ କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନ ରାଜ୍ୟସଭା ପ୍ରମାଣ ପତ୍ର ପାଇବା ପରେ ଉଭୟ ନୂଆଦିଲ୍ଲୀ ଗସ୍ତ କରି ସେଠାରେ ରାଜ୍ୟସଭାରେ ସେମାନେ ସଦସ୍ୟ ଭାବେ ଶପଥ ନେବେ।

BJP election naveen rajyasabha sasmitpatra
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.