Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରମ୍ଭ ହେଲା ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର, ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ
ଆଜିର ଖବର

ଆରମ୍ଭ ହେଲା ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର, ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ

August 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆରମ୍ଭ ହେଲା ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର, ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ

ଭୁବନେଶ୍ବର: ଆରମ୍ଭ ହେଲା ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର। ଓଡିଶା ବିଧାନସଭା ପରିସରରେ ଆରମ୍ଭ ହୋଇଛି ଏହି ପ୍ରଶିକ୍ଷଣ। ଆଜି ଏହାକୁ କେନ୍ଦ୍ର ସଂସଦୀୟ ମନ୍ତ୍ରୀ କିରଣ ରିଜିଜୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ନିଜର ସାଂସଦୀୟ ଅନୁଭୂତିକୁ ବିଧାୟକଙ୍କ ଆଗରେ ଉପସ୍ଥାପିତ କରିଛନ୍ତି।

ଏହି ଉଦଘାଟନ ଉତ୍ସବରେ ବାଚସ୍ପତି ସୁରମା ପାଢୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସହ ବହୁ ମନ୍ତ୍ରୀ ଯୋଗଦେଇଛନ୍ତି। ନୂଆକରି ନିର୍ବାଚିତ ହୋଇ ଆସିଥିବା ବିଧାୟକଙ୍କୁ ପ୍ରଶ୍ନକାଳ, ବିଧାନସଭାର ନିତି ନିୟମ କଣ ରହିଛି. କିପରି ପ୍ରଶ୍ନ ପଚରାଯାଏ ସେ ନେଇ ଅଭିଜ୍ଞମାନେ ନୂତନ ବିଧାୟକଙ୍କୁ ବୁଝାଇବେ।

ତେବେ ଏହି କାର୍ଯ୍ୟକ୍ରମରେ ସମସ୍ତ ନୂଆ ବିଧାୟକମାନେ ଯୋଗଦେବା ପାଇଁ କୁହାଯାଇଥିଲେ ମଧ୍ୟ ବିଜେଡି କଂଗ୍ରେସର କେହି ଆସିଲେ ନାହିଁ। ଏହି ସରକାରୀ କାର୍ଯ୍ୟକ୍ରମ ଏକ ଦଳୀୟ କାର୍ଯ୍ୟକ୍ରମ ହେଉଛି କହି ଉଭୟ କଂଗ୍ରେସ ବିଜେଡି ଶିବିରକୁ ବର୍ଜ୍ଜନ କରିଛନ୍ତି। ଏପରିକି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏଥିରେ ଯୋଗଦେବା ପାଇଁ ନିମନ୍ତ୍ରଣ କରାଯାଇଥିଲେ ମଧ୍ୟ ସେ ମଧ୍ୟ ଆସିଲେ ନାହିଁ।

କିରଣ ରିଜିଜୁ ନୂଆ ବିଧାୟକ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

January 2, 2026

ଆଜି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଅର୍ଥ ଲାଭର ଯୋଗ ରହିଛି, ବ୍ୟବସାୟରେ ବୃଦ୍ଧି

January 2, 2026

ଆଇଏଏସ ସ୍ତରରେ ଅଦଳବଦଳ, ଦେଓରଂଜନ ସିଂ ହେଲେ ଉନ୍ନୟନ କମିଶନର, ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ

January 1, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ନୂଆବର୍ଷ ପାଳନ

January 1, 2026
Latest News

ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

January 2, 2026

ଆଜି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଅର୍ଥ ଲାଭର ଯୋଗ ରହିଛି, ବ୍ୟବସାୟରେ ବୃଦ୍ଧି

January 2, 2026

ଆଇଏଏସ ସ୍ତରରେ ଅଦଳବଦଳ, ଦେଓରଂଜନ ସିଂ ହେଲେ ଉନ୍ନୟନ କମିଶନର, ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ

January 1, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ନୂଆବର୍ଷ ପାଳନ

January 1, 2026

ବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ

January 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.