Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନ ନିବାସରେ ପ୍ରବଳ ଭିଡ, ବିଭିନ୍ନ ବର୍ଗର ଲୋକେ ନବୀନ ପଟ୍ଟନାୟକଙ୍କୁ କଲେ ସାକ୍ଷାତ
ଆଜିର ଖବର

ନବୀନ ନିବାସରେ ପ୍ରବଳ ଭିଡ, ବିଭିନ୍ନ ବର୍ଗର ଲୋକେ ନବୀନ ପଟ୍ଟନାୟକଙ୍କୁ କଲେ ସାକ୍ଷାତ

August 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନ ନିବାସରେ ପ୍ରବଳ ଭିଡ, ବିଭିନ୍ନ ବର୍ଗର ଲୋକେ ନବୀନ ପଟ୍ଟନାୟକଙ୍କୁ କଲେ ସାକ୍ଷାତ

ଭୁବନେଶ୍ବର: ବିଜୁ ଜନତା ଦଳ ସଭାପତି ତଥା ବିରୋଧ‍ୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ପାଇଁ ଆଜି ନବୀନ ନିବାସ ଲୋକାରଣ୍ୟ ହୋଇଯାଇଥ‍ିଲା।
ପାଲଲହଡା, ବୋଲଗଡ଼ ବେଗୁନିଆ ବିଧାନସଭା ନିବର୍ଚନମଣ୍ଡଳୀର ସରପଞ୍ଚ, ଜିଲ୍ଲାପରିଷଦ ସଭ୍ୟ, ପଞ୍ଚାୟତ ସଭ୍ୟ, ବ୍ଲକ ଅଧ୍ୟକ୍ଷଙ୍କ ସମେତ ଶହ ଶହ ଦଳୀୟ କର୍ମୀ ଏବଂ ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ଯୁବ, ଛାତ୍ର ଛାତ୍ରୀ, ମହିଳା ନେତୃବୃନ୍ଦ ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିବା ସହ ଦଳର ସଂଗଠନକୁ ମଜଭୁତ କରିବା ପାଇଁ ସଂଙ୍କଳ୍ପବଦ୍ଧଭାବେ କାମ କରିବାକୁ ଘୋଷଣା କରିଥ‍ିଲେ।

ଏହି ଅବସରରେ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ଆଗାମୀ ଦିନରେ ଦଳୀୟ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ ବୋଲି ଘୋଷଣା କରିଥିଲେ ।

ଏହି ସାକ୍ଷାତ ସମୟରେ ଭୁବନେଶ୍ବର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରୟଣ ଜେନା, ବୋଲଗଡ଼ ବେଗୁନିଆ ବିଧାୟକ ଶ୍ରୀ ପ୍ରଦୀପ ସାହୁ ଏବଂ ପାଲଲହଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶ୍ରୀ ମୁକେଶ ପାଲ ପ୍ରମୁଖ ଉପସ୍ଥିତ ଥିଲେ।

ନବୀନ ନିବାସ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026
Latest News

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.