Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଏମର ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନ ସିବିଏସଇ ଦିଲ୍ଲୀ ଗଭର୍ଣ୍ଣିଂ ବଡିର ସଦସ୍ୟ ଭାବେ ମନୋନୀତ
ଆଜିର ଖବର

ଓଡିଏମର ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନ ସିବିଏସଇ ଦିଲ୍ଲୀ ଗଭର୍ଣ୍ଣିଂ ବଡିର ସଦସ୍ୟ ଭାବେ ମନୋନୀତ

August 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡିଏମ୍‌ର ଅଧ୍ୟକ୍ଷ ଡ.ସତ୍ୟବ୍ରତ ମୀନକେତନ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ତରଫରୁ ସିବିଏସ୍‌ଇ,  ଦିଲ୍ଲୀର ଗଭର୍ଣ୍ଣିଂ ବଡିର ସଦସ୍ୟଭାବେ ମନୋନୀତ ହୋଇଛନ୍ତି। ଭାରତବର୍ଷର ଚାରିଜଣ ବିଶିଷ୍ଟ ଶିକ୍ଷାବିତ୍‌ମାନଙ୍କ ମଧ୍ୟରେ ତାଙ୍କର ଏହି ସର୍ବୋଚ୍ଚ ସମିତିକୁ ମନୋନୟନ ହେବା ସମଗ୍ର ଓଡିଶା ପାଇଁ ଏକ ବୃହତର ଗର୍ବ ଓ ଗୌରବର ବିଷୟ।

ସିବିଏସଇର ବରିଷ୍ଠ ଅଧିକାରୀ ଚିଠି ଦ୍ୱାରା ଭାରତ ସରକାରଙ୍କର ଏହି ମନୋନୟନର ନିର୍ଣ୍ଣୟକୁ ଡ. ମୀନକେତନଙ୍କୁ ଜଣାଇବା ସହିତ ଅଭିନନ୍ଦନ ଓ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି। ଏହି ଅବସରରେ ସମଗ୍ର ଭାରତ ତଥା ଓଡିଶାରେ ଥିବା ଓଡିଏମ୍‌ର ସମସ୍ତ ଅନୁବନ୍ଧିତ ବିଦ୍ୟାଳୟ ତଥା ଅନ୍ୟ ଶିକ୍ଷା ସଂସ୍ଥାନମାନେ ଡ. ମୀନକେତନଙ୍କୁ ଶୁଭକାମନା ଓ ଅଭ୍ୟର୍ଥନା ଜଣାଇଛନ୍ତି।

ଡ. ମୀନକେତନ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ତଥା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ନିକଟରେ ନିଜର ଗଭୀର ଆନ୍ତରିକ କୃତଜ୍ଞତା ଜ୍ଞାପନ କରିବା ସହିତ କହିଛନ୍ତି ଯେ, ବୃହତର ଜନକଲ୍ୟାଣ ନିମିତ ଦେଶରେ ଶିକ୍ଷାର ବିକାଶ ଓ ସମୃଦ୍ଧି ହେତୁ ଏହି ବଡ ଦାୟିତ୍ୱକୁ ସେ ନିଶ୍ଚୟ ହାର୍ଦ୍ଦିକତା ଓ ପ୍ରତିବଦ୍ଧତାର ସହିତ ବହନ କରି ସମ୍ପୂର୍ଣ୍ଣ କରିବେ। ଡ. ମୀନକେତନଙ୍କ ଏଭଳି ସଫଳତା ପାଇଁ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଫେସର ଡଃ ପି.କେ. ଦାସ, ବିତ ଓ ପ୍ରଶାସନିକ ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ, ମୁଖ୍ୟ କାର୍ଯ୍ୟକାରିଣୀ ଅଧିକାରୀ ସ୍ୱୟନ୍ ସତ୍ୟେନ୍ଦୁ, ଶିକ୍ଷା-ନିର୍ଦ୍ଦେଶକ ଡ.ଆର୍ତତ୍ରାଣ ମିଶ୍ର ତଥା ସମସ୍ତ କର୍ମକର୍ତା, ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକମାନେ ତଥା ସମଗ୍ର ରାଜ୍ୟର ଅନ୍ୟ ଶିକ୍ଷକଶିକ୍ଷୟିତ୍ରୀମାନେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।

ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ସୁମା ରିୟଲ ମିଡିଆ ପ୍ରାଇଭେଟ ଲିମିଟେଡ ପ୍ରସ୍ତାବିତ ସମ୍ ଲାଇଫ୍‌ସାଇନ୍‌ସେସ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

September 15, 2025

ପୂର୍ବତଟ ରେଳପଥର ହିନ୍ଦୀ ପଖୱାଡା 2025 ପାଳନ

September 15, 2025

ଆଲୋଚନା ଟେବୁଲକୁ ଆସୁଛି ‘ଭାରତ’: ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀଙ୍କ ବଡ଼ ବୟାନ

September 15, 2025

୧୬ତମ ମିଳିତ କମାଣ୍ଡର ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 15, 2025
Latest News

ସୁମା ରିୟଲ ମିଡିଆ ପ୍ରାଇଭେଟ ଲିମିଟେଡ ପ୍ରସ୍ତାବିତ ସମ୍ ଲାଇଫ୍‌ସାଇନ୍‌ସେସ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

September 15, 2025

ପୂର୍ବତଟ ରେଳପଥର ହିନ୍ଦୀ ପଖୱାଡା 2025 ପାଳନ

September 15, 2025

ଆଲୋଚନା ଟେବୁଲକୁ ଆସୁଛି ‘ଭାରତ’: ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀଙ୍କ ବଡ଼ ବୟାନ

September 15, 2025

୧୬ତମ ମିଳିତ କମାଣ୍ଡର ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 15, 2025

ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ଅସ୍ଥାୟୀ ପରିବର୍ତ୍ତନ

September 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.