Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନ ପଟ୍ଟନାୟକଙ୍କ ହାତରେ ରାକ୍ଷୀ ବାନ୍ଧିଲେ ବିଭିନ୍ନ ଅନୁଷ୍ଠାନର ଛାତ୍ରୀଗଣ, ଦିଆଗଲା ଉପହାର
ଆଜିର ଖବର

ନବୀନ ପଟ୍ଟନାୟକଙ୍କ ହାତରେ ରାକ୍ଷୀ ବାନ୍ଧିଲେ ବିଭିନ୍ନ ଅନୁଷ୍ଠାନର ଛାତ୍ରୀଗଣ, ଦିଆଗଲା ଉପହାର

August 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନ ପଟ୍ଟନାୟକଙ୍କ ହାତରେ ରାକ୍ଷୀ ବାନ୍ଧିଲେ ବିଭିନ୍ନ ଅନୁଷ୍ଠାନର ଛାତ୍ରୀଗଣ, ଦିଆଗଲା ଉପହାର

ଭୁବନେଶ୍ୱର: ରକ୍ଷା ବନ୍ଧନ ଅବସରରେ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ. ଶ୍ରୀ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଗ୍ରହଣ କରି ସମସ୍ତଙ୍କୁ ରାଖୀ ପାଇଁ  ଅଭିନନ୍ଦନ ଜଣାଇଥିଲେ।

ଭୁବନେଶ୍ୱର ଭରତପୁର ସ୍ଥିତ ଲୁଇ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟ ର ଦୃଷ୍ଟି ବାଧିତ କୁନି କୁନି ଝିଅ ମାନେ ପ୍ରଥମେ ଶ୍ରୀ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ। ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ପିଲା ମାନଙ୍କୁ ଆଶୀର୍ବାଦ କରିବା ସହ ସମସ୍ତଙ୍କୁ ଉପହାର ଦେଇଥିଲେ। ପରେ ପରେ ଲା କିଡ଼ସ ପ୍ଲେ ସ୍କୁଲ ର କୁନି କୁନି ପିଲାମାନେ ରାଖୀ ବାନ୍ଧି ଥିଲେ।

ଭୁବନେଶ୍ୱର ମହାନଗର ନିଗମ ର ମେୟର ସୁଲୋଚନା ଦାସଙ୍କ ନେତୃତ୍ୱ ରେ ବିଭିନ୍ନ ୱାର୍ଡର କର୍ପୋରେଟର ମାନେ ମଧ୍ୟ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ରାଖୀ ବାନ୍ଧି ଥିଲେ।

ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ବିଜୁ ଜନତା ଦଳ ମୁଖପାତ୍ର ଲେଖାଶ୍ରୀ ସାମନ୍ତ ସିଂହାର, ଭାରତ ସ୍କାଉଟ ଏବଂ ଗାଇଡିସର ସ୍ବେଛାସେବୀ ମାନେ ଭୁବନେଶ୍ୱର ବ୍ରହ୍ମକୁମାରୀ ବିଶ୍ୱବିଦ୍ୟାଳୟର ବ୍ରହ୍ମକୁମାରୀ ଓ ବ୍ରାହ୍ମକୁମାର ମାନେ। ଲିଙ୍ଗରାଜ ବିହାର ଓ ଏୟାର ପୋର୍ଟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ ମାନେ ଓ ସମାଜ ର ବିଭିନ୍ନ ବର୍ଗର ଜନସାଧାରଣମାନେ ଶ୍ରୀ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025

ୟୁପିଏସସିର ଶତାବ୍ଦୀ ସମ୍ମେଳନ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

November 27, 2025

IITF 2025: ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

November 27, 2025
Latest News

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025

ୟୁପିଏସସିର ଶତାବ୍ଦୀ ସମ୍ମେଳନ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

November 27, 2025

IITF 2025: ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

November 27, 2025

President’s Address in Assembly: ଆଚରଣ ଠିକ୍ ରଖିବାକୁ ବିଧାୟକଙ୍କୁ ପରାମର୍ଶ ଦେଲେ ରାଷ୍ଟ୍ରପତି

November 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.