Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ବିଧାନସଭା ଆରମ୍ଭ ହେବା ମାତ୍ରେ ଚାଲିଲା ହୋ ହାଲ୍ଲା, ଗୃହ ମୁଲତବୀ
ଆଜିର ଖବର

ଆଜି ବିଧାନସଭା ଆରମ୍ଭ ହେବା ମାତ୍ରେ ଚାଲିଲା ହୋ ହାଲ୍ଲା, ଗୃହ ମୁଲତବୀ

August 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ବିଧାନସଭା ଆରମ୍ଭ ହେବା ମାତ୍ରେ ଚାଲିଲା ହୋ ହାଲ୍ଲା, ଗୃହ ମୁଲତବୀ

ଭୁବନେଶ୍ବର: ଆଜି ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେବା ମାତ୍ରେ ବିରୋଧୀ କଂଗ୍ରେସ ଓ ବିଜେଡି ସଦସ୍ୟ ହୋ ହାଲ୍ଲା କରିଛନ୍ତି। ଫଳରେ ବାଚସ୍ପତି ପ୍ରଥମେ ଏକ ଘଣ୍ଟା ପାଇଁ ଏବଂ ପରେ ପୁରା ଅପରାହ୍ନ ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଫଳରେ ଗୃହରେ ଅଚଳ ଅବସ୍ଥା ସୃଷ୍ଟି ହୋଇଛି।

ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ କଂଗ୍ରେସ କଲେଜ ନିର୍ବାଚନ ନେଇ ଗୃହ ମଧ୍ୟ ଭାଗରେ ହଟ୍ଟଗୋଳ କରିଥିଲା। କାହିଁକି ରାଜ୍ୟ ସରକାର କଲେଜ ନିର୍ବାଚନ କରିଲେ ନାହିଁ ସେ ନେଇ ହାଙ୍ଗାମା କରିଥିଲେ। ସେହିପରି ବିରୋଧୀ ବିଜେଡି ମଧ୍ୟ ରାଜ୍ୟପାଳ ପୁଅଙ୍କ ମାଡ ପ୍ରସଂଗ ନେଇ ହଟ୍ଟଗୋଳ କରିଥିଲା। ଫଳରେ ଆଜି ଗୃହରେ ଏକ ଅଚଳ ଅବସ୍ଥା ସୃଷ୍ଟି ହୋଇଛି।

ଆଜିଠାରୁ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଯାହା ସେପ୍ଟମ୍ବର 13 ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟରେ ବିଧାନସଭା ଜୁଲାଇ 22 ରୁ ଆରମ୍ଭ ହୋଇ 31 ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ସେହି ପର୍ଯ୍ୟାୟରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟ ବଜେଟ ଉପସ୍ଥାପନା କରିଥିଲେ।

ଆଜିର ବିଧାନସଭା ଓଡିଶା ବିଧାନସଭା ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026
Latest News

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.