Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭାରେ ବଡ ଘୋଷଣା କଲେ ଶକ୍ତିମନ୍ତ୍ରୀ: ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ସବୁ ଘରକୁ ମିଳିବ ବିଜୁଳି
ଆଜିର ଖବର

ବିଧାନସଭାରେ ବଡ ଘୋଷଣା କଲେ ଶକ୍ତିମନ୍ତ୍ରୀ: ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ସବୁ ଘରକୁ ମିଳିବ ବିଜୁଳି

August 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
KV Singh Deo
KV Singh Deo participates in agricultural fund review chaired by Shivraj Singh Chouhan

ଭୁବନେଶ୍ବର: ଆଜି ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏକ ବଡ ଘୋଷଣା କରିଛନ୍ତି। ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଘରେ ବିଜୁଳି ପହଞ୍ଚିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ବିଦ୍ୟୁତ ସଂଯୋଗ ହୋଇନଥିବା ଘରେ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ସବୁ ଘରକୁ ବିଜୁଳି ପାଇଁ ଡିସ୍‌କମ୍‌କୁ ରାଜ୍ୟ ସରକାର ୪୧୫ କୋଟି ଦେଇଛନ୍ତି।

ଏନେଇ ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବିଧାନସଭାରେ ସୂଚନା ଦେଇଛନ୍ତି। ବିଧାନସଭାରେ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନରେ ଉତ୍ତର ରଖି ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

electricity odisha govt
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026
Latest News

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.