Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜେଡି, ନବୀନ ପଟ୍ଟନାୟକଙ୍କୁ କଲେ ସାକ୍ଷାତ
ଆଜିର ଖବର

କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜେଡି, ନବୀନ ପଟ୍ଟନାୟକଙ୍କୁ କଲେ ସାକ୍ଷାତ

August 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜୁ ଜନତା ଦଳ, ନବୀନଙ୍କୁ କଲେ ସାକ୍ଷାତ

ଭୁବନେଶ୍ବର: କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜୁ ଜନତା ଦଳ । ଆଜି ଅନୁଷ୍ଠିତ ନିର୍ବାଚନରେ କେନ୍ଦ୍ରାପଡ଼ା ଜିଲ୍ଲାପରିଷଦର ଅଧ୍ୟକ୍ଷା ଭାବେ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହେବା ପରେ ଶ୍ରୀମତି ଲିଲିତା ଦାସ, ନବୀନ ନିବାସକୁ ଆସି ବିଜୁ ଜନତା ଦଳ ସଭାପତି ତଥା ବିରୋଧିଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ.ଏହି ଅବସରରେ ଶ୍ରୀ ପଟ୍ଟନାୟକ ଅଧ୍ୟକ୍ଷା ଶ୍ରୀମତୀ ଦାସଙ୍କୁ ଅଭିନନ୍ଦନ ଜଣାଇବା ସହିତ ଜିଲ୍ଲାପରିଷଦ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଆଜି ଅନୁଷ୍ଠିତ ନିର୍ବାଚନରେ ଶ୍ରୀମତୀ ଲିଲିତା ଦାସ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ । ଜିଲ୍ଲାପରିଷଦର ୩୧ ଜଣ ସଦସ୍ୟଙ୍କ ମଧ୍ୟରୁ ୨୯ଜଣ ହେଉଛନ୍ତି ବିଜୁ ଜନତା ଦଳର ।

ଏହି ଅବସରରେ ବିରୋଧିଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ ବିଜୁ ଜନତା ଦଳ ସବୁବେଳେ ଲୋକଙ୍କ ସାଥିରେ ଅଛି । ଲୋକଙ୍କ ପାଇଁ କାମ କରୁଛି ଓ କରିଚାଲିବ । ଆପଣମାନେ ଲୋକଙ୍କ ପାଇଁ ଭଲ କାମ ଜାରି ରଖନ୍ତୁ, ମୁଁ ସବୁବେଳେ ଆପଣମାନଙ୍କ ସାଥିରେ ଅଛି ।

ଏହି ସାକ୍ଷାତ ସମୟରେ ବିଧାୟକ ପ୍ରତାପ ଦେବ, ବିଧାୟକ ଧ୍ରୁବ ସାହୁ, ବିଧାୟକ ଶ୍ରୀ ଅରବିନ୍ଦ ମହାପାତ୍ର, ବିଧାୟକ ଶ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ଓ ସାଂସଦ ପ୍ରାଥି ଶ୍ରୀ ଅଂଶୁମାନ ମହାନ୍ତି ଙ୍କ ସମେତ କେନ୍ଦ୍ରାପଡ଼ା ଜିଲ୍ଲା ବିଜୁ ଜନତା ଦଳର ଅନେକ କର୍ମୀ ଉପସ୍ଥିତ ଥିଲେ ।

kendrapada ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ଲାଗି ଭୁବନେଶ୍ୱରରେ ଚିନ୍ତନ ଶିବିରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

November 20, 2025

“ବୁଦ୍ଧିଜୀବୀମାନେ ଆତଙ୍କବାଦୀ ହୋଇଗଲେ ଅଧିକ ବିପଦପୂର୍ଣ୍ଣ ହୋଇଯାଆନ୍ତି”: ସୁପ୍ରିମକୋର୍ଟରେ କହିଲା ପୋଲିସ

November 20, 2025

ରେଢ଼ାଖୋଲ ଭୀମଭୋଇ ଛକରେ ଦୁର୍ଘଟଣା: ବ୍ୟବସାୟୀ ମୃତ

November 20, 2025

ସ୍ବତନ୍ତ୍ର ଶିକ୍ଷକ ପଦବୀ ଅନୁମୋଦନ ପାଇଁ ଓଏସଇଏଫଡ଼ି ପକ୍ଷରୁ ଶିକ୍ଷାମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜ୍ଞାପନ

November 20, 2025
Latest News

ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ଲାଗି ଭୁବନେଶ୍ୱରରେ ଚିନ୍ତନ ଶିବିରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

November 20, 2025

“ବୁଦ୍ଧିଜୀବୀମାନେ ଆତଙ୍କବାଦୀ ହୋଇଗଲେ ଅଧିକ ବିପଦପୂର୍ଣ୍ଣ ହୋଇଯାଆନ୍ତି”: ସୁପ୍ରିମକୋର୍ଟରେ କହିଲା ପୋଲିସ

November 20, 2025

ରେଢ଼ାଖୋଲ ଭୀମଭୋଇ ଛକରେ ଦୁର୍ଘଟଣା: ବ୍ୟବସାୟୀ ମୃତ

November 20, 2025

ସ୍ବତନ୍ତ୍ର ଶିକ୍ଷକ ପଦବୀ ଅନୁମୋଦନ ପାଇଁ ଓଏସଇଏଫଡ଼ି ପକ୍ଷରୁ ଶିକ୍ଷାମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜ୍ଞାପନ

November 20, 2025

ନୂଆପଡା ଉପନିର୍ବାଚନକୁ ନେଇ ବିଜେଡି ନେତା ଭୂପିନ୍ଦର ସିଂଙ୍କ ବିସ୍ପୋରଣ,କହିଲେ..

November 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.