Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟୁକ୍ରେନକୁ ଭୀଷ୍ମ କ୍ୟୁବ୍ ଉପହାର ଦେଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ୟୁକ୍ରେନକୁ ଭୀଷ୍ମ କ୍ୟୁବ୍ ଉପହାର ଦେଲେ ପ୍ରଧାନମନ୍ତ୍ରୀ

August 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନ୍ ସରକାରଙ୍କୁ ଚାରିଟି ଭୀଷ୍ମ (ଭାରତ ହେଲଥ ଇନିସିଏଟିଭ୍ ଫର୍ ସହଯୋଗ ହିତ ଏବଂ ମୈତ୍ରୀ) କ୍ୟୁବ୍ ପ୍ରଦାନ କରିଛନ୍ତି। ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲୋଦିମିର ଜେଲେନସ୍କି ମାନବିକ ସହାୟତା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆହତଙ୍କ ଶୀଘ୍ର ଚିକିତ୍ସା କରିବା ସହ ମୂଲ୍ୟବାନ ଜୀବନ ବଞ୍ଚାଇବାରେ ଏହା ସହାୟକ ହେବ।

ପ୍ରତ୍ୟେକ ଭୀଷ୍ମ କ୍ୟୁବ୍ ରେ ସମସ୍ତ ପ୍ରକାର ଆଘାତ ଏବଂ ଚିକିତ୍ସା ପରିସ୍ଥିତି ପାଇଁ ପ୍ରାଥମିକ ଯତ୍ନ, ଔଷଧ ଏବଂ ଉପକରଣ ଆଦି ରହିଛି । ଏଥିରେ ଏକ ସାଧାରଣ ଅପରେସନ୍ ରୁମ୍ ପାଇଁ ଅସ୍ତ୍ରୋପଚାର ଉପକରଣ ମଧ୍ୟ ଅନ୍ତର୍ଭୁକ୍ତ ଯାହା ଦୈନିକ ୧୦-୧୫ଟି ଛୋଟକାଟର ଅସ୍ତ୍ରୋପଚାର ପରିଚାଳନା କରିପାରିବ । ଆଘାତ, ରକ୍ତସ୍ରାବ, ପୋଡ଼ି, ହାଡ଼ ଭାଙ୍ଗିବା ଇତ୍ୟାଦି ଜରୁରୀକାଳୀନ ପରିସ୍ଥିତିରେ ବିଭିନ୍ନ ପ୍ରକୃତିର ପ୍ରାୟ ୨୦୦ ଟି ମାମଲାକୁ ସମ୍ଭାଳିବା ପାଇଁ କ୍ୟୁବ୍ ର କ୍ଷମତା ରହିଛି । ଏହା ମଧ୍ୟ ସୀମିତ ପରିମାଣରେ ନିଜର ଶକ୍ତି ଏବଂ ଅମ୍ଳଜାନ ଉତ୍ପାଦନ କରିପାରିବ । କ୍ୟୁବ୍ ପରିଚାଳନା ପାଇଁ ୟୁକ୍ରେନ୍ ପକ୍ଷକୁ ପ୍ରାରମ୍ଭିକ ପ୍ରଶିକ୍ଷଣ ଦେବା ପାଇଁ ଭାରତର ଏକ ବିଶେଷଜ୍ଞ ଦଳ ନିୟୋଜିତ ହୋଇଛନ୍ତି।

ୟୁକ୍ରେନକୁ ମାନବିକ ସହାୟତା ଯୋଗାଇଦେବା ପାଇଁ ଭାରତର ନିରନ୍ତର ପ୍ରତିବଦ୍ଧତାକୁ ଏହି ପଦକ୍ଷେପ ଦର୍ଶାଉଛି।

narendramodi Ukraine
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ

July 7, 2026

AIADMKକୁ ବଡ଼ ଝଟକା: ଦଳ ଛାଡିଲେ କେ. ପଲାନିସ୍ୱାମୀଙ୍କ ଭାଇ କେ.ବି.ଏସ.

July 7, 2026

ଫିଟନେସ ନ ଥିବାରୁ ବସ ଜବତ

July 7, 2026

ନୟାଗଡ଼ରେ ଯୁବକଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ: ଭିଡ଼ ହିଂସାରେ ପିଟିପିଟି ହତ୍ୟା ଅଭିଯୋଗ

July 7, 2026
Latest News

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ

July 7, 2026

AIADMKକୁ ବଡ଼ ଝଟକା: ଦଳ ଛାଡିଲେ କେ. ପଲାନିସ୍ୱାମୀଙ୍କ ଭାଇ କେ.ବି.ଏସ.

July 7, 2026

ଫିଟନେସ ନ ଥିବାରୁ ବସ ଜବତ

July 7, 2026

ନୟାଗଡ଼ରେ ଯୁବକଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ: ଭିଡ଼ ହିଂସାରେ ପିଟିପିଟି ହତ୍ୟା ଅଭିଯୋଗ

July 7, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.