Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକୀକୃତ ପେନ୍‌ସନ୍‌ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି: ଜାଣନ୍ତୁ ୟୁପିଏସ ର ପ୍ରମୁଖ ବୈଶିଷ୍ଟ୍ୟ ଗୁଡ଼ିକ କ’ଣ?
ଆଜିର ଖବର

ଏକୀକୃତ ପେନ୍‌ସନ୍‌ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି: ଜାଣନ୍ତୁ ୟୁପିଏସ ର ପ୍ରମୁଖ ବୈଶିଷ୍ଟ୍ୟ ଗୁଡ଼ିକ କ’ଣ?

August 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଆଜି ଏକୀକୃତ ପେନସନ୍‌ ଯୋଜନା (ୟୁପିଏସ୍‌)କୁ ମଞ୍ଜୁରି ମିଳିଛି।

ୟୁପିଏସ୍‌ର ପ୍ରମୁଖ ବୈଶିଷ୍ଟ୍ୟ ଗୁଡ଼ିକ ହେଲା:

ସୁନିଶ୍ଚିତ ପେନ୍‌ସନ୍‌ : ୨୫ ବର୍ଷର ସର୍ବନିମ୍ନ ଯୋଗ୍ୟତା ଅର୍ଜନକାରୀ ସେବା ଅବଧି ପାଇଁ ଅବସର ପୂର୍ବର ୧୨ ମାସରେ ମିଳିଥିବା ହାରାହାରୀ ମୂଳ ଦରମା ବା ବେସିକ୍‌ ପେ’ର ୫୦% ମିଳିବ । ଏହି ବେତନ ସର୍ବନିମ୍ନ ୧୦ ବର୍ଷର ଚାକିରି ଅବଧି ଠାରୁ ଆରମ୍ଭ କରି ୨୫ ବର୍ଷ ପର୍ଯ୍ୟନ୍ତ ସେବା ଅବଧି କ୍ଷେତ୍ରରେ ଆନୁପାତିକ ଭାବେ ମିଳିବ।

ସୁନିଶ୍ଚିତ ପାରିବାରିକ ପେନ୍‌ସନ୍‌ : ମୃତ୍ୟୁ ପୂର୍ବରୁ କର୍ମଚାରୀ ପାଉଥିବା ପେନ୍‌ସନ୍‌ର ୬୦ ପ୍ରତିଶତ ଦରରେ ପାରିବାରିକ ପେନସନ୍‌ ମିଳିବ।

ସୁନିଶ୍ଚିତ ସର୍ବନିମ୍ନ ପେନସନ୍‌ : ସର୍ବନିମ୍ନ ୧୦ ବର୍ଷ ଚାକିରି ଅବଧି ସାରି ଅବସର ନେବା ପରେ ମାସିକ ୧୦,୦୦୦ ଟଙ୍କା।

ମୁଦ୍ରାସ୍ଫିତୀ ଅନୁରୂପ ପେନ୍‌ସନ୍‌ ନିର୍ଦ୍ଧାରଣ : ସୁନିଶ୍ଚିତ ପେନ୍‌ସନ୍‌, ସୁନିଶ୍ଚିତ ପାରିବାରିକ ପେନସନ୍‌ ଓ ସୁନିଶ୍ଚିତ ସର୍ବନିମ୍ନ ପେନ୍‌ସନ୍‌ ଉପରେ।

ସେବା କର୍ମଚାରୀଙ୍କ କ୍ଷେତ୍ରରେ ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ ଆଧାରରେ ମହଙ୍ଗା ସହାୟତା।

ଅବସର ପରେ ଗ୍ରାଚୁଇଟି ବ୍ୟତୀତ ଏକକାଳୀନ ରାଶି।

ପ୍ରତ୍ୟେକ ସମ୍ପୂର୍ଣ୍ଣ ୬ ମାସ ସେବା ପାଇଁ ଅବସର ତାରିଖରେ ମିଳୁଥିବା ମାସିକ ପାରିଶ୍ରମିକ (ବେତନ+ଡିଏ)ର ୧/୧୦ ଭାଗ ମିଳିବ। ଏହି ରାଶି କାରଣରୁ ସୁନିଶ୍ଚିତ ପେନ୍‌ସନ୍‌ ର ପରିମାଣ କମ୍‌ ହେବ ନାହିଁ।

narendra modi pension union cabinet ଏକୀକୃତ ପେନ୍‌ସନ୍‌ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଜାରି ରହିବ ରୁଷରୁ ତେଲ କିଣିବା: ଟ୍ରମ୍ଫଙ୍କ ଶୁଳ୍କ ଧମକ ମଧ୍ୟରେ ଇଣ୍ଡିଆନ୍ ଅଏଲ୍ ର ନିଷ୍ପତ୍ତି

August 19, 2025

ଆଜି ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିବ ଇଣ୍ଡି ମେଣ୍ଟ?: ଦୌଡ଼ରେ ଏହି ୩ଟି ନାମ

August 19, 2025

ଆଜି ବଡ଼ ନିଷ୍ପତ୍ତି: ୨୦୨୫ ଏସିଆ କପ୍ ପାଇଁ ୧.୩୦ ରେ ଘୋଷଣା ହେବ ଟିମ ଇଣ୍ଡିଆ

August 19, 2025

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନ ଭୋଜି ବେଶ ଅନୁଷ୍ଠିତ

August 19, 2025
Latest News

ଜାରି ରହିବ ରୁଷରୁ ତେଲ କିଣିବା: ଟ୍ରମ୍ଫଙ୍କ ଶୁଳ୍କ ଧମକ ମଧ୍ୟରେ ଇଣ୍ଡିଆନ୍ ଅଏଲ୍ ର ନିଷ୍ପତ୍ତି

August 19, 2025

ଆଜି ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିବ ଇଣ୍ଡି ମେଣ୍ଟ?: ଦୌଡ଼ରେ ଏହି ୩ଟି ନାମ

August 19, 2025

ଟ୍ରମ୍ପଙ୍କ ସହ କଥା ହେବା ପାଇଁ ପୁଟିନ କୁଆଡେ ନିଜ ଡୁପ୍ଲିକେଟକୁ ପଠାଇଥିଲେ!! ଚର୍ଚ୍ଚା…

August 19, 2025

ଆଜି ବଡ଼ ନିଷ୍ପତ୍ତି: ୨୦୨୫ ଏସିଆ କପ୍ ପାଇଁ ୧.୩୦ ରେ ଘୋଷଣା ହେବ ଟିମ ଇଣ୍ଡିଆ

August 19, 2025

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନ ଭୋଜି ବେଶ ଅନୁଷ୍ଠିତ

August 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.