Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ଚାଞ୍ଚଲ୍ୟ, ଖଣ୍ଡାରେ ହାଣି ଯୁବକଙ୍କୁ ହତ୍ୟା, ଘଟଣାସ୍ଥଳକୁ ଗଲେ ଡିଜିପି
ଆଜିର ଖବର

ଖୋର୍ଦ୍ଧାରେ ଚାଞ୍ଚଲ୍ୟ, ଖଣ୍ଡାରେ ହାଣି ଯୁବକଙ୍କୁ ହତ୍ୟା, ଘଟଣାସ୍ଥଳକୁ ଗଲେ ଡିଜିପି

August 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧାରେ ଚାଞ୍ଚଲ୍ୟ, ଖଣ୍ଡାରେ ହାଣି ଯୁବକଙ୍କୁ ହତ୍ୟା, ଘଟଣାସ୍ଥଳକୁ ଗଲେ ଡିଜିପି

ଖୋର୍ଦ୍ଧା : ଗ୍ୟାରେଜ ଭିତରେ ପଶି ଜଣେ ଯୁବକଙ୍କୁ ଖଣ୍ତାରେ ହାଣି ହତ୍ୟା କରାଯାଇଛି। ପୁର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଖୋର୍ଦ୍ଧା ମକୁନ୍ଦ ପ୍ରସାଦ ଅଞ୍ଚଳରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି।

ଘଟଣାଟି ଘଟିଛି ଖୋର୍ଦ୍ଧା ଜିଲ୍ଲା ମୁକୁନ୍ଦପ୍ରସାଦ ଅଞ୍ଚଳରେ। ମୃତ ଯୁବକଙ୍କ ନାଁ ସେକ୍‌ ସାଜିଦ। ପୂର୍ବ ଶତ୍ରୁତାକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ଲୋକେ ମକୁନ୍ଦପ୍ରସାଦ ନିକଟରେ ମୃତଦେହ ରଖି ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଥିବା ଦେଖିବାକୁ ମିଳିଛି । ସେହି ଘଟଣା ପରେ ଖୋର୍ଦ୍ଧା ପୋଡା ସାହିରେ କିଛି ଯୁବକ ପଶି ବାଇକ ଭଙ୍ଗାରୁଜା କରିଥିବା ଦେଖିବାକୁ ମିଳିଛି ।

ଘଟଣା ଅତି ସମ୍ବେଦନଶୀଳ ଆଡକୁ ଗତି କରୁଥିବା ଜଣାପଡିବା ପାରେ ଘଟଣା ସ୍ଥଳରେ ପୋଲିସ ଡ଼ିଜି ୱାଇ.ବି ଖୁରାନିଆ, ଅତିରିକ୍ତ ପୋଲିସ ମହାନିର୍ଦେଶକ ରାମକୃଷ୍ଣ ଶର୍ମା,ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା, ଅତିରିକ୍ତ ଜିଲ୍ଲାପାଳ, ଡିଆଇଜି କ୍ରାଇମ, ଉପଜିଲ୍ଲାପାଳ, ଷଷ୍ଠ ବାଟାଲିଆନ କାମାଣ୍ଡାଣ୍ଟ, ଅତିରିକ୍ତ ଏସପିଙ୍କ ସହ ପ୍ରମୁଖ ଅଧିକାରୀ ଘଟଣା ସ୍ଥଳ ପରିଦର୍ଶନ କରିବା ସହ ପରିସ୍ଥିତି ଉପରେ ନଜର ରଖିଛନ୍ତି ।

ଅନ୍ୟପକ୍ଷରେ ଘଟଣା ସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଅନୁରୂପ ଭାବେ ମୁକୁନ୍ଦପ୍ରସାଦ ମୌଜାରେ ୧୬୩ BNSS ଲାଗୁ କରିଛନ୍ତି ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠି। ମୁକୁନ୍ଦପ୍ରସାଦର ୨, ୨୧ ଓ ୨୨ ନଂ ୱାର୍ଡରେ ଏବଂ ୧ ଓ ୩ ନଂ ୱାର୍ଡର କିଛି ଅଞ୍ଚଳରେ ୧୬୩ BNSS ଲାଗୁ ହୋଇଛି। ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ଜିଲ୍ଲା ପ୍ରଶାସନ ନିବେଦନ କରିଛି।

khorda
Share. Facebook Twitter LinkedIn Email WhatsApp Copy Link

Related Posts

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026
Latest News

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.