Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଆସୁଛନ୍ତି ଇଡି ନିର୍ଦ୍ଦେଶକ ରାହୁଳ ନବୀନ, ବିଭିନ୍ନ ମହଲରେ ପଶିଲାଣି ଛନକା
ଆଜିର ଖବର

ଓଡିଶା ଆସୁଛନ୍ତି ଇଡି ନିର୍ଦ୍ଦେଶକ ରାହୁଳ ନବୀନ, ବିଭିନ୍ନ ମହଲରେ ପଶିଲାଣି ଛନକା

August 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ଆସୁଛନ୍ତି ଇଡି ନିର୍ଦ୍ଦେଶକ ରାହୁଳ ନବୀନ, ବିଭିନ୍ନ ମହଲରେ ପଶିଲାଣି ଛନକା

ଭୁବନେଶ୍ବର: ଆସନ୍ତାକାଲି ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡିର ନିର୍ଦ୍ଦେଶକ ରାହୁଳ ନବୀନ। ସେ ଆସନ୍ତାକାଲି ସଂଧ୍ୟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିବା ପରେ ସିଧା ପୁରୀ ଯିବେ। ତେବେ ତାଙ୍କ ଗସ୍ତ କଥା ଜଣାପଡିବା ପରେ ଓଡିଶାର ବିଭିନ୍ନ ମହଲରେ ଛନକା ପଶିଯାଇଛି।

ତେବେ ବିଶେଷ ସୁତ୍ରରୁ ଜଣାପଡିଛି ଯେ, ନବୀନ ପୁରା ଘରୋଇ ଗସ୍ତରେ ଓଡିଶା ଆସୁଛନ୍ତି। ସେ ଆସନ୍ତାକାଲି ରାତିରେ ପୁରୀରେ ଅବସ୍ଥାନ କରିବା ପରେ ବୁଧବାର ଦିନ ସକାଳେ  ଜଗନ୍ନାଥ ଦର୍ଶନ କରିବେ। ଏହାପରେ ସେ କଟକରେ କଳାଧନ ଉପରେ ଜଷ୍ଟିସ ଅରଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଯୋଗଦେବେ।

ସେ ଗସ୍ତର ଶେଷ ଦିନରେ ଭୁବନେଶ୍ବର ଇଡି ଅଫିସରେ ଅଧିକାରୀଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଯାହାକୁ ନେଇ ବିଭିନ୍ନ ମହଲ ବ୍ୟକ୍ତି ବିଶେଷ ଆତଙ୍କିତ ହୋଇପଡିଛନ୍ତି।

ଇଡି ନିର୍ଦ୍ଦେଶକ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026

‘୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ’: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

August 24, 2026

ପଡ଼ିଆରେ ଲଢ଼େଇ ପାଇଁ ଯଶସ୍ୱୀ ଜୟସ୍ୱାଲଙ୍କୁ ଦଣ୍ଡ: ଫର୍ଣ୍ଣାଣ୍ଡୋଙ୍କୁ ମଧ୍ୟ ଜରିମାନା କଲା ଆଇସିସି 

August 24, 2026
Latest News

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

‘୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ’: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

August 24, 2026

ପଡ଼ିଆରେ ଲଢ଼େଇ ପାଇଁ ଯଶସ୍ୱୀ ଜୟସ୍ୱାଲଙ୍କୁ ଦଣ୍ଡ: ଫର୍ଣ୍ଣାଣ୍ଡୋଙ୍କୁ ମଧ୍ୟ ଜରିମାନା କଲା ଆଇସିସି 

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.