Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଟି- ଜି ଏସ ଟି ବିଭାଗ ପକ୍ଷରୁ ଚଢାଉ ବେଳେ ଭୁବନେଶ୍ୱର ବିମାନବନ୍ଦର ନିକଟରୁ ୮୦ କେଜି ସୁନା ଜବତ
ଆଜିର ଖବର

ସିଟି- ଜି ଏସ ଟି ବିଭାଗ ପକ୍ଷରୁ ଚଢାଉ ବେଳେ ଭୁବନେଶ୍ୱର ବିମାନବନ୍ଦର ନିକଟରୁ ୮୦ କେଜି ସୁନା ଜବତ

August 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦର ନିକଟରୁ ୮୦ କେଜି ସୁନା ଓ ଏକ କ୍ବିଣ୍ଟାଲରୁ ଅଧିକ ରୁପା ଜବତ କରାଯାଇଛି। ସିଟି- ଜି ଏସ ଟି ବିଭାଗ ପକ୍ଷରୁ ଚଢାଉ ବେଳେ ୮୦ କେଜି ସୁନା ଓ ଏକ କ୍ବିଣ୍ଟାଲରୁ ଅଧିକ ରୁପା ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୩୦ କୋଟି ଟଙ୍କା ହେବ ବୋଲି ଜଣାପଡିଛି।

ମୁମ୍ବାଇରୁ ଭୁବନେଶ୍ବର ଆସୁଥିଲା ସୁନା ଓ ରୁପା। ଦୁଇଟି ଗାଡ଼ି ଜବତ କରାଯାଇଥିବା ବେଳେ ୪ ଜଣଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି।

ଭୁବନେଶ୍ୱର ବିମାନବନ୍ଦର ରୁପା ସୁନା
Share. Facebook Twitter LinkedIn Email WhatsApp Copy Link

Related Posts

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026

ତାମିଲନାଡୁ ବିଜେପିରେ ବଡ଼ ପରିବର୍ତ୍ତନ: କେ. ଅନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ

June 5, 2026

OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ବଡପଣ୍ଡା

June 5, 2026

ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ

June 5, 2026
Latest News

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026

ତାମିଲନାଡୁ ବିଜେପିରେ ବଡ଼ ପରିବର୍ତ୍ତନ: କେ. ଅନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ

June 5, 2026

OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ବଡପଣ୍ଡା

June 5, 2026

ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ

June 5, 2026

ପୁଣି ଆଉ ଏକ ସ୍ଥାନରେ ଛୁରାମାଡ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.