Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୂର ହେଲା ରାଜ୍ୟସଭା ଉପନିର୍ବାଚନ ପ୍ରାର୍ଥୀଙ୍କୁ ନେଇ ଥିବା ଦ୍ବନ୍ଦ, ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ
ଆଜିର ଖବର

ଦୂର ହେଲା ରାଜ୍ୟସଭା ଉପନିର୍ବାଚନ ପ୍ରାର୍ଥୀଙ୍କୁ ନେଇ ଥିବା ଦ୍ବନ୍ଦ, ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ

August 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୂର ହେଲା ରାଜ୍ୟସଭା ଉପନିର୍ବାଚନ ପ୍ରାର୍ଥୀଙ୍କୁ ନେଇ ଥିବା ଦ୍ବନ୍ଦ, ଜଗନ୍ନାଥ ପ୍ରଧାନଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର

ଭୁବନେଶ୍ବର: ସବୁ କଳ୍ପନାଜଳ୍ପନାକୁ ପଛରେ ପକାଇ ଶେଷରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ। ଆଜି ସେ ବିଧାନସଭା ଯାଇ ତାଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରି ନେଇଛନ୍ତି। ଜଗନ୍ନାଥ ବିଜେପି ନେତା ହୋଇଥିଲେ ମଧ୍ୟ ସେ ସ୍ବାଧୀନ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଏପରିକି ତାଙ୍କ ପ୍ରାର୍ଥୀତ୍ବକୁ 10 ଜଣ ବିଧାୟକ ମଧ୍ୟ ପ୍ରସ୍ତାବକ ଥିଲେ।

ତେବେ ତାଙ୍କର ପ୍ରାର୍ଥୀତ୍ବକୁ ନେଇ ବିଜେପି ନେତା ତଥା ବିଧାୟକ ସ୍ବଷ୍ଟ କରିଥିଲେ। ଜଗନ୍ନାଥଙ୍କୁ ଡମି ପ୍ରାର୍ଥୀ ଭାବ ନାମାଙ୍କନ ଦାଖଲ କରିବା ପାଇଁ କୁହାଯାଇଥିଲା। କାଳେ ମମତାଙ୍କ ପ୍ରାର୍ଥୀତ୍ବ କଟିଯିବ, ସେ ଭୟରେ ଦଳ ତରଫରୁ ଏପରି କରାଯାଇଥିଲା ବୋଲି କୁହାଯାଇଥିଲା। ବର୍ତ୍ତମାନ ଜଗନ୍ନାଥ ପ୍ରାର୍ଥୀ ପ୍ରତ୍ୟାହାର କରିବା ପରେ ମମତା ଜିତିବା ଆଜି ଅପରାହ୍ନରେ ଘୋଷଣା କରାଯିବ।

ଜଗନ୍ନାଥ ପ୍ରଧାନ ମମତା ମହାନ୍ତ ରାଜ୍ୟସଭା ରାଜ୍ୟସଭା ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.