Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବ ନିର୍ବାଚିତ ରାଜ୍ୟସଭା ସାଂସଦ ମମତା ମହନ୍ତଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଭବ୍ୟ ସମ୍ବର୍ଦ୍ଧନା
ଆଜିର ଖବର

ନବ ନିର୍ବାଚିତ ରାଜ୍ୟସଭା ସାଂସଦ ମମତା ମହନ୍ତଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଭବ୍ୟ ସମ୍ବର୍ଦ୍ଧନା

August 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବ ନିର୍ବାଚିତ ରାଜ୍ୟସଭା ସାଂସଦ ମମତା ମହନ୍ତଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଭବ୍ୟ ସମ୍ବର୍ଦ୍ଧନା

ଭୁବନେଶ୍ୱର: କୁଡୁମୀ ସମାଜକୁ ପ୍ରତିନିଧିତ୍ୱ କରୁଥିବା ମୟୂରଭଞ୍ଜର ଜଣାଶୁଣା ନାରୀ ନେତ୍ରୀ ତଥା ନବ ନିର୍ବାଚିିତ ରାଜ୍ୟସଭା ସାଂସଦ ଶ୍ରୀମତୀ ମମତା ମହନ୍ତଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧାୟକ ଶ୍ରୀ ଛବି ମଲ୍ଲିକ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସାଧାରଣ ସମ୍ପାଦକ ଡ. ଯତୀନ ମହାନ୍ତି, ଶ୍ରୀମତୀ ପୂର୍ଣ୍ଣିମା କେରକେଟା ପ୍ରମୁଖ ନେତୃବୃନ୍ଦ ଶ୍ରୀ ମହନ୍ତଙ୍କୁ ପୁଷ୍ପଗୁଚ୍ଛ ଓ ଉତୋରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

ରାଜ୍ୟରେ ବିଜେପି ଶକ୍ତିଶାଳୀ ହେଉଛି। ରାଜ୍ୟସଭାରେ ଓଡିଶାରୁ ବିଜେପି ତରଫରୁ ପ୍ରତିନିଧିତ୍ୱ କରୁଥିବା ସାଂସଦଙ୍କ ସଂଖ୍ୟା ୧ ରୁ ୨ କୁ ବୃଦ୍ଧି ପାଇଛି । ଆଗାମୀ ଦିନରେ ଏହି ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି।
ବିଜେପିର ଏବେ “ଡବଲ ଇଞ୍ଜନ ସରକାର” ଥିବାରୁ ବିକଶିତ ଓଡ଼ିଶା ଏବଂ ବିଶେଷ ଭାବେ ମୟୂରଭଞ୍ଜ ଜିଲ୍ଲାର ସାମୁଗ୍ରିକ ଓ ସମନ୍ୱିତ ବିକାଶ ମୋର ପ୍ରାଥମିକତା ବୋଲି ଏହି ଅବସରରେ ଶ୍ରୀମତୀ ମହନ୍ତ କହିଛନ୍ତି।

ଓଡିଶାବାସୀଙ୍କ ସେବା କରିବା ପାଇଁ ସୁଯୋଗ ଦେଇଥିବାରୁ ଭାରତୀୟ ଜନତା ପାର୍ଟିକୁ ଧନ୍ୟବାଦ ଦେବା ସହ ଓଡିଶାର ବିକାଶ ଏବଂ ପ୍ରଗତି ପାଇଁ ବିଜେପିର ସାଧାରଣ କାର୍ଯ୍ୟକର୍ତା ଭାବେ ମନପ୍ରାଣ ଦେଇ କାମ କରିବେ ବୋଲି ଶ୍ରୀମତୀ ମହନ୍ତ କହିଛନ୍ତି ।

mamata mohanta ମମତା ମହନ୍ତ ମମତା ମହାନ୍ତ ରାଜ୍ୟସଭା ଉପନିର୍ବାଚନ ରାଜ୍ୟସଭା ସଦସ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Latest News

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.