Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗଳାରେ ଦୁଷ୍କର୍ମକାରୀଙ୍କୁ ମୃତ୍ୟୁଦଣ୍ଡ! ବିଲ୍ ଆଣିବେ ମମତା ସରକାର, ଖୁବ୍ ଶୀଘ୍ର ବିଧାନସଭା ଅଧିବେଶନ
ଆଜିର ଖବର

ବଙ୍ଗଳାରେ ଦୁଷ୍କର୍ମକାରୀଙ୍କୁ ମୃତ୍ୟୁଦଣ୍ଡ! ବିଲ୍ ଆଣିବେ ମମତା ସରକାର, ଖୁବ୍ ଶୀଘ୍ର ବିଧାନସଭା ଅଧିବେଶନ

August 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମମତା ବାନାର୍ଜୀ
ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ସୋମବାର ଠାରୁ ଆରମ୍ଭ ହୋଇପାରେ। ବୁଧବାର ଦିନ ତୃଣମୂଳ କଂଗ୍ରେସ ଛାତ୍ର ପରିଷଦର ସ୍ଥାପନା ଦିବସରେ ଆୟୋଜିତ ଏକ ରାଲିରେ ବିଧାନସଭା ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୂଚନା ଦେଇଛନ୍ତି। କୋଲକାତା ଦୁଷ୍କର୍ମ-ହତ୍ୟା ମାମଲା ଭଳି ଘଟଣା ସମ୍ପର୍କରେ ମମତା କହିଛନ୍ତି ଯେ, ଏହି ଜଘନ୍ୟ ଅପରାଧର ଅପରାଧୀଙ୍କୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଫାଶୀ ଦେବା ପାଇଁ ବିଧାନସଭାରେ ବିଲ ପାରିତ ହେବେ। ମଙ୍ଗଳବାର ଦିନ ଏହି ବିଲ୍ ଆଗତ ହେବାର ସମ୍ଭାବନା ରହିଛି।

ବାସ୍ତବରେ କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କ ସହ ହୋଇଥିବା ଦୁଷ୍କର୍ମ ଓ ହତ୍ୟାକୁ ନେଇ ମମତା ସରକାର ବ୍ୟାକ ଫୁଟରେ ଅଛନ୍ତି। ଏହି ମାମଲାର ପ୍ରାରମ୍ଭିକ ତଦନ୍ତ ବେଳେ ପୋଲିସ ଅବହେଳା କରିଥିବା ଅଭିଯୋଗ ହୋଇଛି। ବିଜେପିର ନେତୃତ୍ୱରେ ଲୋକମାନେ ମମତା ସରକାରଙ୍କ ବିରୋଧରେ ଜୋରଦାର ପ୍ରଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମମତାଙ୍କ ଇସ୍ତଫା ପାଇଁ ମଧ୍ୟ ଦାବି ହେଉଛି। ବୁଧବାର ଦିନ ବଙ୍ଗଳାରେ ବନ୍ଦ ଡକାଯାଇଥିଲା, ଯାହାର ବିଶେଷ ପ୍ରଭାବ ପଡିଛି। ଅନେକ ସ୍ଥାନରେ ଟିଏମସି-ବିଜେପି କର୍ମୀଙ୍କ ମଧ୍ୟରେ ସଂଘର୍ଷ ମଧ୍ୟ ହୋଇଛି।

kolkata Kolkata Protest Mamata Banerjee West Bengal
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026
Latest News

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.