Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସରକାରଙ୍କ ବଡ ଘୋଷଣା: କର୍ମଜୀବୀ ସାମ୍ବାଦିକମାନଙ୍କ ସ୍ବାସ୍ଥ୍ୟବୀମା ଯୋଜନାର ଅବଧି ବୃଦ୍ଧି
ଆଜିର ଖବର

ରାଜ୍ୟ ସରକାରଙ୍କ ବଡ ଘୋଷଣା: କର୍ମଜୀବୀ ସାମ୍ବାଦିକମାନଙ୍କ ସ୍ବାସ୍ଥ୍ୟବୀମା ଯୋଜନାର ଅବଧି ବୃଦ୍ଧି

September 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂଶୋଧିତ ବିଜ୍ଞାପନ ହାର ସହିତ ମୁଦ୍ରିତ ଗଣମାଧ୍ୟମକୁ ସରକାରଙ୍କ ସମର୍ଥନ
ସଂଶୋଧିତ ବିଜ୍ଞାପନ ହାର ସହିତ ମୁଦ୍ରିତ ଗଣମାଧ୍ୟମକୁ ସରକାରଙ୍କ ସମର୍ଥନ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରଙ୍କ ପକ୍ଷରୁ କର୍ମଜୀବୀ ସାମ୍ବାଦିକମାନଙ୍କୁ ଦିଆଯାଉଥିବା ସ୍ବାସ୍ଥ୍ୟବୀମା ଯୋଜନାର ଅବଧି ୧ ସେପ୍ଟେମ୍ବର ୨୦୨୪ରୁ ୩୧ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ଯୋଜନାର ନବୀକରଣ ହୋଇଛି। ରାଜ୍ୟର ୭୦୪୧ ସାମ୍ବାଦିକ ଏଥିରେ ଉପକୃତ ହେବେ।

ବାର୍ଷିକ ପ୍ରିମିୟମ୍ ବାବଦକୁ ୮କୋଟି ୫୫ଲକ୍ଷ ୭୬ ହଜାର ୩୧୪ ଟଙ୍କାର ଚେକ୍‌ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ ବୀମା କମ୍ପାନୀ ପ୍ରତିନିଧିଙ୍କୁ ହସ୍ତାନ୍ତର କରିଛନ୍ତି।

ନୂତନ ଭାବରେ ପଞ୍ଜିକୃତ ହେବାକୁ ଇଚ୍ଛୁକ ଥିବା ଆବେଦନକାରୀଙ୍କ ନିମନ୍ତେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବିଭାଗର ପୋର୍ଟାଲ ଖୋଲାଯିବ ଏବଂ ପଞ୍ଜିକରଣ ନିମନ୍ତେ ଏକ ମାସ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ। ରାଜ୍ୟସରକାରଙ୍କ ଏହି ନିଷ୍ପତ୍ତି ସାମ୍ବାଦିକ କଲ୍ୟାଣକୁ ସୁଦୂରପ୍ରସାରୀ କରିବ।

ସୂଚନାଯୋଗ୍ୟ ଯେ, ପଞ୍ଜିକୃତ ସାମ୍ବାଦିକ ପୁନର୍ବାର ଆବେଦନ କରିବା ଆବଶ୍ୟକ ନାହିଁ।

ମୋହନ ଚରଣ ମାଝୀ ସ୍ବାସ୍ଥ୍ୟବୀମା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଆର୍‌ଆଣ୍ଡବି ସହକାରୀ ନିର୍ବାହୀ ଯନ୍ତ୍ରୀ ତପନ ସେଠୀ ଗିରଫ

October 23, 2026

ଅନ୍ନାମାଲାଇଙ୍କ ସ୍ପଷ୍ଟୀକରଣ: ସିଜେପି ଏଜେଣ୍ଡା ଅଲଗା, କେବେ ବି ସମର୍ଥନ କରିବେ ନାହିଁ

October 23, 2026

ଘରୁ ଡାକି ନେଇ ଯୁବକକୁ ହତ୍ୟା, ବାଲୁଗାଁରୁ ଅଭିଯୁକ୍ତ ଗିରଫ

October 23, 2026

ଅରୁଣାଚଳ ସୀମାରେ ଚୀନ୍‌କୁ ଜବାବ : ଡ୍ରୋନ୍ ବଳରେ ମଜବୁତ ହେଉଛି ଆଇଟିବିପି

October 23, 2026
Latest News

ଆର୍‌ଆଣ୍ଡବି ସହକାରୀ ନିର୍ବାହୀ ଯନ୍ତ୍ରୀ ତପନ ସେଠୀ ଗିରଫ

October 23, 2026

ଅନ୍ନାମାଲାଇଙ୍କ ସ୍ପଷ୍ଟୀକରଣ: ସିଜେପି ଏଜେଣ୍ଡା ଅଲଗା, କେବେ ବି ସମର୍ଥନ କରିବେ ନାହିଁ

October 23, 2026

ଘରୁ ଡାକି ନେଇ ଯୁବକକୁ ହତ୍ୟା, ବାଲୁଗାଁରୁ ଅଭିଯୁକ୍ତ ଗିରଫ

October 23, 2026

ଅରୁଣାଚଳ ସୀମାରେ ଚୀନ୍‌କୁ ଜବାବ : ଡ୍ରୋନ୍ ବଳରେ ମଜବୁତ ହେଉଛି ଆଇଟିବିପି

October 23, 2026

ଡିଜେ ଗାଡ଼ି ଓଲଟି ଜଣଙ୍କ ମୃତ୍ୟୁ, ୯ ଗୁରୁତର

October 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.