Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଆଇଟି ଭୁବନେଶ୍ୱରରେ ଗ୍ୟାଷ୍ଟ୍ରୋ ଏବଂ ଓରାଲ୍ ସ୍କ୍ରିନିଂ କ୍ୟାମ୍ପ ଅନୁଷ୍ଠିତ
ଆଜିର ଖବର

ଆଇଆଇଟି ଭୁବନେଶ୍ୱରରେ ଗ୍ୟାଷ୍ଟ୍ରୋ ଏବଂ ଓରାଲ୍ ସ୍କ୍ରିନିଂ କ୍ୟାମ୍ପ ଅନୁଷ୍ଠିତ

September 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନିଜର ସ୍ୱାସ୍ଥ୍ୟସେବା ପଦକ୍ଷେପର ଏକ ଅଂଶ ଭାବରେ ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର, ଏହାର ସଦସ୍ୟମାନଙ୍କ ପାଇଁ ଏକ ମାଗଣା ଗ୍ୟାଷ୍ଟ୍ରୋ ଏବଂ ଓରାଲ୍ ସ୍କ୍ରିନିଂ ଶିବିରର ଆୟୋଜନ କରିଛି। ବାଗଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଅନୁସନ୍ଧାନ ପ୍ରତିଷ୍ଠାନ, ଆଇଆଇଟି ଭୁବନେଶ୍ୱରର ସଞ୍ଜୀବନ ସ୍ୱାସ୍ଥ୍ୟ କେନ୍ଦ୍ର ସହିତ ମିଳିତ ଭାବରେ ୩୧ ଅଗଷ୍ଟ ୨୦୨୪ ରେ ଏହି ସ୍ୱାସ୍ଥ୍ୟ ଶିବିର ଆୟୋଜନ କରିଥିଲା।

ଏହି ଅବସରରେ, ବାଗଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଅନୁସନ୍ଧାନ ପ୍ରତିଷ୍ଠାନର ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗର ଡକ୍ଟର ଦେବକାନ୍ତ ମିଶ୍ର ଏବଂ ହେଡ୍ ଆଣ୍ଡ୍ ନେକ୍ ଅଙ୍କୋଲୋଜି ବିଭାଗର ଡକ୍ଟର ମହେଶ ସୁଲତାନିଆ ସେମାନଙ୍କ ଟିମ୍ ସହିତ ଛାତ୍ରଛାତ୍ରୀ, ପ୍ରତିଷ୍ଠାନର କର୍ମଚାରୀ ଏବଂ କ୍ୟାମ୍ପସର ଅଧିବାସୀମାନଙ୍କର ଗ୍ୟାଷ୍ଟ୍ରୋ ଏବଂ ଓରାଲ୍ କର୍କଟ ରୋଗର ସ୍କ୍ରିନିଂ କରିଥିଲେ। ଶିବିରର ଏକ ଅଂଶ ଭାବରେ ସେମାନେ ଏହି ରୋଗ ବିଷୟରେ ସଚେତନତା ସୃଷ୍ଟି କରିଥିଲେ ଏବଂ ପ୍ରତିଷେଧକ ବ୍ୟବସ୍ଥା ବିଷୟରେ ଅଂଶଗ୍ରହଣକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ଅନୁଷ୍ଠାନର ପ୍ରାୟ ୪୦ ସଦସ୍ୟ ଏହି ଶିବିରରେ ଯୋଗ ଦେଇ ଉପକୃତ ହୋଇଥିଲେ। ଏହି କାର୍ଯ୍ୟକ୍ରମର ସଂସ୍ଥାର ବରିଷ୍ଠ ଚିକିତ୍ସା ଅଧିକାରୀ ଡକ୍ଟର ମନସୁର ଅହମ୍ମଦ ଖାନ ସଂଯୋଜନା କରିଥିଲେ। ଏହି ଶିବିରରେ ସଞ୍ଜୀବନ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତରୀ ଅଧିକାରୀ ଡକ୍ଟର ଅଭିମନ୍ୟୁ ରାଜୁ ଏସ.ଆର. ଉପସ୍ଥିତ ଥିଲେ ଏବଂ ଦଳକୁ ସହାୟତା ପ୍ରଦାନ କରିଥିଲେ।

ଆଇଆଇଟି ଆଇଆଇଟି ଭୁବନେଶ୍ୱର ସ୍ୱାସ୍ଥ୍ୟ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

‘ସିଜେପି ପ୍ରତିବାଦଠାରୁ ନିଜକୁ ଦୂରେଇ ରଖନ୍ତୁ”: ଯୁବପିଢ଼ିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୌଲାନା

October 10, 2026

୯ କୋଟିରୁ ଅଧିକ ସରକାରୀ ପାଣ୍ଠି ହଡ଼ପ ମାମଲା: ବନ୍ଧା ହେଲେ ଆଉ ୩ ସରକାରୀ କର୍ମଚାରୀ

October 10, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଠିଆ ହୋଇଥିବା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍, ୩ ଗୁରୁତର

October 10, 2026

ପୋଲିସ ହେପାଜତରେ ଅଭିଜିତ, ସୌରଭ ଏବଂ ଆଶୁତୋଷ: ଜାଣନ୍ତୁ ଅପଡେଟ୍

October 10, 2026
Latest News

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

“ଗଣତନ୍ତ୍ରର ମରାମତି ପୁଣି ଥରେ ଆରମ୍ଭ ହେବ”: CJP ପ୍ରତିବାଦ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

October 10, 2026

‘ସିଜେପି ପ୍ରତିବାଦଠାରୁ ନିଜକୁ ଦୂରେଇ ରଖନ୍ତୁ”: ଯୁବପିଢ଼ିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୌଲାନା

October 10, 2026

୯ କୋଟିରୁ ଅଧିକ ସରକାରୀ ପାଣ୍ଠି ହଡ଼ପ ମାମଲା: ବନ୍ଧା ହେଲେ ଆଉ ୩ ସରକାରୀ କର୍ମଚାରୀ

October 10, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଠିଆ ହୋଇଥିବା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍, ୩ ଗୁରୁତର

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.