Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ୟାରିସ୍ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅବନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ 
ଆଜିର ଖବର

ପ୍ୟାରିସ୍ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅବନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ 

September 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ଆର୍‌୨ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍‌ଏଚ୍‌୧ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସୁଟର ଅବନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାମନ୍ତ୍ରୀ କହିଛନ୍ତି ଯେ, ଅବନୀ ଲେଖରା ମଧ୍ୟ ଇତିହାସ ସୃଷ୍ଟି କରିଛନ୍ତି, କାରଣ ସେ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ଆଥଲେଟ୍ ଟିଏ ୩ଟି ପାରାଲିମ୍ପିକ୍ ପଦକ ଜିତିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ପାରାଲିମ୍ପିକ୍ସ ୨୦୨୪ରେ ଭାରତ ନିଜର ପଦକ ଖାତା ଖୋଲିଛି!

ଆର୍‌୨ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍‌ଏଚ୍‌୧ ଇଭେଣ୍ଟ୍‌ରେ ସ୍ୱର୍ଣ୍ଣ ଜିତିବା ପାଇଁ ଅବନୀ ଲେଖରାଙ୍କୁ ଅଭିନନ୍ଦନ। ୩ଟି ପାରାଲିମ୍ପିକ୍ ପଦକ ଜିତିବାରେ ସେ ପ୍ରଥମ ଭାରତୀୟ ମହିଳା ଆଥ୍‌ଲେଟ ହୋଇଥିବାରୁ, ସେ ଇତିହାସ ସୃଷ୍ଟି କରିଛନ୍ତି। ତାଙ୍କର ଉତ୍ସର୍ଗ ତଥା ଉଦ୍ୟମ ଭାରତକୁ ଗର୍ବିତ କରିଛି।

ଅବନୀ ଲେଖରା ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଗାଁରେ ପହଞ୍ଚିବେ ସରକାର, ପ୍ରତି ପଞ୍ଚାୟତରେ ଜନକଲ୍ୟାଣ ଶିବିର

June 20, 2026

ବ୍ଲକ ଅଧ୍ୟକ୍ଷାଙ୍କ ଘର ଉପରକୁ ଗୁଳିମାଡ଼

June 20, 2026

ରାଉରକେଲାରେ ଡବଲ୍ ଏନକାଉଣ୍ଟର

June 20, 2026

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ଏହି ୮ ଖେଳାଳି ନିଶ୍ଚିତ!: ଜାଣନ୍ତୁ ତାଲିକା

June 20, 2026
Latest News

ଗାଁରେ ପହଞ୍ଚିବେ ସରକାର, ପ୍ରତି ପଞ୍ଚାୟତରେ ଜନକଲ୍ୟାଣ ଶିବିର

June 20, 2026

ବ୍ଲକ ଅଧ୍ୟକ୍ଷାଙ୍କ ଘର ଉପରକୁ ଗୁଳିମାଡ଼

June 20, 2026

ରାଉରକେଲାରେ ଡବଲ୍ ଏନକାଉଣ୍ଟର

June 20, 2026

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ଏହି ୮ ଖେଳାଳି ନିଶ୍ଚିତ!: ଜାଣନ୍ତୁ ତାଲିକା

June 20, 2026

ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଶ୍ୱ ସିକିଲ ସେଲ ସଚେତନତା ଦିବସ ପାଳିତ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.