Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାରାଅଲମ୍ପିକ୍ସ: ଦ୍ୱିତୀୟ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ପାରାଅଲମ୍ପିକ୍ସ: ଦ୍ୱିତୀୟ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

September 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଏବେ ଚାଲିଥିବା ପ୍ୟାରିସ ପାରାଅଲିମ୍ପିକ୍ସରେ ଟ୍ରାକ୍‌୍ ଆଣ୍ଡ ଫିଲ୍ଡରେ କ୍ରୀଡ଼ାବିତ ପ୍ରୀତି ପାଲ ଦ୍ୱିତୀୟ ପଦକ ଜିତିଥିବାରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।

ମହିଳା ୨୦୦ ମିଟର ଟି୩୫ ରେ ୨୩ ବର୍ଷୀୟା ବ୍ରୋଞ୍ଜ ପଦକ ଜିତିଛନ୍ତି ଏବଂ ପାରାଅଲିମ୍ପିକ୍ସ ଟ୍ରାକ୍‌୍ ଆଣ୍ଡ ଫିଲ୍ଡରେ ଦୁଇଟି ପଦକ ଜିତିବାରେ ପ୍ରଥମ ଭାରତୀୟ ମହିଳା କ୍ରୀଡ଼ାବିତ ହୋଇପାରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ପ୍ରୀତି ପାଲଙ୍କ ଦ୍ୱାରା ଐତିହାସିକ କୃତିତ୍ୱ। ପ୍ୟାରିସ ପାରାଅଲିମ୍ପିକ୍ସ ୨୦୨୪ #Paralympics2024 ରେ ସେ ତାଙ୍କର ଦ୍ୱିତୀୟ ପକଦ ଜିତିଛନ୍ତି। ମହିଳା ୨୦୦ ମିଟର ଟି୩୫ରେ ବ୍ରୋଞ୍ଜ ପଦକ ସହ ଏହି କୃତିତ୍ୱ ପାଇଛନ୍ତି। ଭାରତର ଲୋକଙ୍କ ପାଇଁ ସେ ପ୍ରେରଣା । ତାଙ୍କର ଉତ୍ସର୍ଗୀକୃତ ମନୋଭାବ ପ୍ରଣିଧାନଯୋଗ୍ୟ।

Bronze Medal narendra modi para olympics
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା କାର୍ଯ୍ୟ ପାଇଁ ଟ୍ରେନ ସେବା ବାତିଲ

September 10, 2025

ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା’ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା

September 10, 2025

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025
Latest News

ସୁରକ୍ଷା କାର୍ଯ୍ୟ ପାଇଁ ଟ୍ରେନ ସେବା ବାତିଲ

September 10, 2025

ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା’ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା

September 10, 2025

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025

ଆଜିଠାରୁ ଭାରତର ଏସିଆ କପ ଅଭିଯାନ: ଜାଣନ୍ତୁ କେଉଁଠାରେ ଦେଖିବେ ମ୍ୟାଚ

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.